Posted inଖେଳ

ପ୍ରଥମେ ବ୍ୟାଟିଂ କରିବ ଭାରତ

ଓ୍ବେଲିଂଟନ,୩୧।୧- ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଘରୋଇ ଦଳ ଅଧିନାୟକ ଟିମ୍‌ ସୌଦି ଟସ୍‌ ଜିତି ଟିମ୍‌ ଇଣ୍ଡିଆକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଛନ୍ତି। ଆହତ ସମସ୍ୟା ଯୋଗୁ କେନ ଓ୍ବିଲିୟମସନ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଓପନର ରୋହିତ ଶର୍ମା, ମହମ୍ମଦ ଶାମି ଓ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ବିଶ୍ରାମ ଦିଆଯାଇଛି। ସେମାନଙ୍କ ବଦଳରେ ସଞ୍ଜୁ ସାମସନ, ଓ୍ବାଶିଂଟନ ସୁନ୍ଦର ଓ ନବଦିପ ସଇନି ଦଳରେ ସ୍ଥାନ ପାଇଛନ୍ତି।
ଭାରତୀୟ ଦଳ: ସଞ୍ଜୁ ସାମସନ, ଲୋକେଶ ରାହୁଲ(ଉଇକେଟକିପର), ବିରାଟ କୋହଲି (ଅଧିନାୟକ), ଶ୍ରେୟାସ ଆୟର, ମନୀଷ ପାଣ୍ଡେ, ଶିବମ ଦୁବେ, ଓ୍ବାସିଂଟନ ସୁନ୍ଦର, ଶାର୍ଦ୍ଦୁଳ ଠାକୁର, ୟୁଜବେନ୍ଦ୍ର ଚହଲ, ଯଶପ୍ରୀତ ବୁମରା ଓ ନବଦିପ ସଇନି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri