Posted inଖେଳ

ପ୍ରଥମ ରାଉଣ୍ଡରେ ହାରିଲେ ଦୁଇ ଥର ଅଲିମ୍ପିକ୍‌ ପଦକଧାରୀ ସୁଶୀଲ

ନୁର-ସୁଲତାନ (କାଜାଖସ୍ତାନ),୨୦।୯: ଦୀର୍ଘ ୮ ବର୍ଷ ପରେ ବିଶ୍ୱ ଚାମ୍ପିୟନଶିପରେ ଭାଗ ନେଇଥିବା ଦୁଇ ଥର ଅଲିମ୍ପିକ୍‌ ପଦକ ବିଜେତା ସୁଶୀଲ କୁମାର ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଛନ୍ତି। ୭୪ କିଗ୍ରା ବର୍ଗରେ ସେ ପ୍ରଥମ ରାଉଣ୍ଡ ବାଉଟରେ ଆଜାରବଇଜାନର ଖାଦଜିମୁରାଦ ଗାଡଜିୟେଭଙ୍କଠାରୁ ହାରିଛନ୍ତି। ନିଜର ସମ୍ପୂର୍ଣ୍ଣ ଅଭିଜ୍ଞତା ବଳରେ ସୁଶୀଲ ଏକଦା ୯-୪ ପଏଣ୍ଟରେ ଆଗୁଆ ଥିଲେ। କିନ୍ତୁ କ୍ରମାଗତ ୭ ପଏଣ୍ଟ ହରାଇ ବାଉଟ୍‌ ହାତଛଡ଼ା କରିଥିଲେ। ବର୍ତ୍ତମାନ ସୁଶୀଲଙ୍କୁ ନିଜ ଭାଗ୍ୟ ଜାଣିବା ପାଇଁ ଗାଡଜିୟେମଙ୍କ ଅଭିଯାନ ଉପରେ ନଜର ରଖିବାକୁ ପଡ଼ିବ। ଗାଡଜିୟେମ ଫାଇନାଲରେ ପ୍ରବେଶ କରିବାକୁ ସକ୍ଷମ ହେଲେ ସୁଶୀଲଙ୍କୁ ବ୍ରୋଞ୍ଜ ପଦକ ସହ ଅଲିମ୍ପିକ୍ସ ଯୋଗ୍ୟତା ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସୁଯୋଗ ମିଳିବ। ଏକମାତ୍ର ଭାରତୀୟ ଭାବେ ୨୦୧୦ରେ ମସ୍କୋରେ ବିଶ୍ୱ ଟାଇଟଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ିଗାର୍ଡ ହାତରେ ଥିବା Briefcase କ’ଣ? ଜାଣନ୍ତୁ ଏହା ପଛର କାହାଣୀ

ନୂଆଦିଲ୍ଲୀ,୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତେବେଳେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମରେ କିମ୍ବା ବିଦେଶ ଗସ୍ତରେ ଯୋଗ ଦିଅନ୍ତି, ତାଙ୍କ ସହିତ କଳା ସୁଟ ଏବଂ କଳା ଚଷମା…

ଅନ୍ଧ, ମୂକ, ବଧିର ବିଦ୍ୟାଳୟରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ, ଅଭିଯୋଗ ଆଣିବାରୁ…

ଭବାନୀପାଟଣା,୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟରୁ ଆସିଛି ସାଂଘାତିକ ଅଭିଯୋଗ । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ…

ଭାରତର ମ୍ୟାଚ ବୟକଟକୁ ନେଇ ବଡ଼ କଥା କହିଲେ ପାକିସ୍ତାନୀ ଅଧିନାୟକ? ଜାଣନ୍ତୁ ଏହାର ମୁଖ୍ୟ ଉଦ୍ଦେଶ୍ୟ କ’ଣ

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ କରିବା ସରକାରଙ୍କ ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ଦେଇଛନ୍ତି। ପାକିସ୍ତାନ…

ପଥର କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍‌ଅପ୍‌କୁ ପୋଲିସ ଜବତ କରିଛି।…

ଏଇ ଭାରତରେ

ପଶ୍ଚିମବଙ୍ଗ ବାଙ୍କୁଡ଼ା ସେନଜୁତି ମାହାତୋ ଓ ଅଭିଷେକ ଚୌଧୁରୀ ସେହି ଅଞ୍ଚଳର ଖଜୁରି ଗୁଡ଼ ଉତ୍ପାଦନ କରି ସେଠାକାର ଏହି ପାରମ୍ପରିକ ଉତ୍ପାଦକୁ ବଞ୍ଚାଇ ରଖିବା ପାଇଁ…

ବଜେଟରେ କୌଣସି କବି ବା କବିତାର ଉଲ୍ଲେଖ କଲେ ନାହିଁ ନିର୍ମଳା

ନୂଆଦିଲ୍ଲୀ,୨।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ଲୋକସଭାରେ ତାଙ୍କର ଲଗାତାର ନବମ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୀତାରମଣଙ୍କ ପ୍ରାୟ ୮୫ ମିନିଟର…

କୃଷିଭିତ୍ତିିକ ଶିଳ୍ପର ସ୍ଥିତି

ଓଡ଼ିଶାରେ ପୁରୁଣା ସରକାର ଯିବା ପରେ ନୂଆ ସରକାରଙ୍କ ଆଗମନ ପରେ ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଚାଲିଛି, ହେବା ମଧ୍ୟ ସ୍ବାଭାବିକ। ତେବେ ଏସବୁ ଭିତରେ…

ଇନ୍ଦୋର: ସ୍ବଚ୍ଛ ଭାରତର ଦୁଃଖ

ମଧ୍ୟପ୍ରଦେଶର ଇନ୍ଦୋର ସହରରେ ପ୍ରଦୂଷିତ ଜଳ ପିଇ ଜାନୁଆରୀ ମାସରେ ୧୦ ଜଣ ବ୍ୟକ୍ତିଙ୍କର ପ୍ରାଣହାନି ଘଟିବା ସହ ବହୁ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri