Posted inଖେଳ

ପ୍ରଥମ ସେମିଫାଇନାଲ: ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା ଏହି ମହାମୁକାବିଲା ପାଇଁ ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। କୂଳଦୀପ ଯାଦବଙ୍କ ସ୍ଥାନରେ ୟୁଜବେନ୍ଦ୍ର ଚହଲଙ୍କ ଦଳରେ ସ୍ଥାନରେ ଦିଆଯାଇଛି।

ଲିଗ ପର୍ଯ୍ୟାୟରେ ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ ବର୍ଷା ଧୋଇ ଦେଇଥିଲା। ଭାରତର ନଜର ତୃତୀୟ ବିଶ୍ୱକପ ଟାଇଟଲ ଉପରେ ରହିଥିବାବେଳେ ନ୍ୟୁଜିଲ୍ୟାଣ୍ଡ ପ୍ରଥମଥର ପାଇଁ ଏହି ଟ୍ରଫି ପାଇବା ଆଶା ରହିଛି। ଚଳିତ ବିଶ୍ୱକପରେ ଭାରତର ପ୍ରଦର୍ଶନ ଅପେକ୍ଷାକୃତ ଭଲ ରହିଛି। ଇଂଲଣ୍ଡ ବିପକ୍ଷ ପରାଜୟକୁ ଛାଡି ଦେଲେ ଭାରତ ବାକି ୮ଟି ମ୍ୟାଚରୁ ୭ଟିରେ ବିଜୟୀ ହୋଇ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନ ଦଖଲ କରିଥିଲା। ତେବେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚ ବର୍ଷା ଯୋଗୁ ସମ୍ଭବ ହୋଇ ନ ଥିଲା। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଟୁର୍ଣ୍ଣାମେଣ୍ଟରେ ଭଲ ଆରମ୍ଭ କରିଥିଲେ ହେଁ, ଶେଷଭାଗରେ ଲଗାତାର ତିନୋଟି ମ୍ୟାଚରେ ପରାସ୍ତ ହେବା ସତ୍ତ୍ୱେ ନେଟ୍‌ ରନ୍‌ରଟ୍‌ ଯୋଗୁ ସେମିଫାଇନାଲକୁ କ୍ୱାଲିଫାଏ କରିଛି। ନ୍ୟୁଜିଲ୍ୟାଣ୍ଡ ୯ଟି ମ୍ୟାଚରୁ ୫ରେ ବିଜୟୀ ହୋଇଥିବା ସ୍ଥଳେ ୩ଟିରେ ହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri