ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ସୈଫ୍‌

ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ ତାଙ୍କର ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ଲାଗିପଡ଼ିଛନ୍ତି। ସେ ହିଁ ତାଙ୍କୁ କାମ କରିବାର ଶୈଳୀ ଶିଖାଇଛନ୍ତି। ନିଜ କାମକୁ କିପରି ଗମ୍ଭୀରତାର ସହ ନେବ ତାହା ହିଁ ଅମ୍ରିତା ବତାଇ ଦେଇଛନ୍ତି। ନିକଟରେ ଏକ ସାକ୍ଷାତକାରରେ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନ ବିଷୟରେ କଥା ହେବା ଅବସରରେ ସୈଫ୍‌ ଏପରି କହିଛନ୍ତି। ସେ କହିଥିଲେ, ମାତ୍ର ୨୦ ବର୍ଷ ବୟସରେ ଘରୁ ପଳାଇ ବିବାହ କରିଥିଲେ। ନିଜ ଲକ୍ଷ୍ୟ ଉପରେ ହସିଲେ ତାହା କେବେ ହେଲେ ମିଳିବ ନାହିଁ ବୋଲି ଅମ୍ରିତା ତାଙ୍କୁ ଶିଖାଇଥିବା ସୈଫ୍‌ କହିଥିଲେ। ୧୯୯୪ରେ ୟଶ୍‌ ଚୋପ୍ରାଙ୍କ ଫିଲ୍ମ ‘ପରମ୍ପରା’ରେ ସୈଫ୍‌ଙ୍କୁ ପ୍ରଥମ ସୁଯୋଗ ମିଳିଥିଲା। ଏଥିରେ ସୁନୀଲ ଦତ୍ତ, ବିନୋଦ ଖାନ୍ନା, ଅମୀର ଖାଁ, ରବିନା ଟଣ୍ଡନ ପ୍ରମୁଖ ଚରିତ୍ରରେ ଅଭିନୟ କରିଥିଲେ।
ସୈଫ୍‌ ୧୯୯୧ରେ ନିଜଠାରୁ ୧୨ ବର୍ଷ ବଡ ଅମ୍ରିତାଙ୍କୁ ବିବାହ କରିଥିଲେ। ସେମାନଙ୍କର ୨ଟି ପିଲା ସାରା ଏବଂ ଇବ୍ରାହିମ୍‌ ଅଛନ୍ତି। ୨୦୦୪ରେ ସେମାନଙ୍କ ଡିଭର୍ସ ହୋଇଥିଲା। ଏହା ପରେ ୨୦୧୨ରେ ସୈଫ୍‌ ନିଜଠାରୁ ୧୦ ବର୍ଷ ସାନ କରୀନା କପୁରଙ୍କୁ ବିବାହ କଲେ। ତୈମୁର ନାମକ ସେମାନଙ୍କର ଗୋଟିଏ ପୁଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri