ପ୍ରଦୀପଙ୍କ ମତ ତାଙ୍କ ବ୍ୟକ୍ତିଗତ, ଦଳର ନୁହେଁ: ତାରା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଗୋଟିଏ ପଟେ ନବରଙ୍ଗପୁର ବନ୍ଦ ପାଳନକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ କଂଗ୍ରେସ ନେତା ତଥା ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଅଡ଼ୁଆରେ ପଡ଼ିଥିବା ବେଳେ ଏବେ ତାଙ୍କ ନାମରେ ଏତଲା ଦିଆଯିବା ପ୍ରସଙ୍ଗକୁ ନେଇ ରାଜନୀତି ସରଗରମ। ଏହି ପ୍ରସଙ୍ଗରେ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରତିକ୍ରିୟା ରଖି ପ୍ରଦୀପଙ୍କ ମନ୍ତବ୍ୟ କେବଳ ତାଙ୍କ ବ୍ୟକ୍ତିଗତ, ଦଳର ନୁହେଁ। ଏଭଳି ବୟାନ ଦଳ ପାଇଁ କ୍ଷୋଭର କଥା ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, କୋଷାଗୁମୁଡ଼ା ବ୍ଲକ ବାମୁଣି ପଞ୍ଚାୟତରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଏହି ସମୟରେ ଶାନ୍ତିପୂର୍ଣ୍ଣ ଭାବେ ନ୍ୟାୟ ନ ମିଳିଲେ ଏହାକୁ ଛଡ଼ାଇନେବୁ। ଗାନ୍ଧୀଙ୍କୁ ଛାଡ଼ି ସୁଭାଷ ବୋଷଙ୍କ ନୀତି ଆପଣାଇବୁ ବୋଲି ମନ୍ତବ୍ୟ ଦେଇଥିଲେ ପ୍ରଦୀପ। ଏହାକୁ ନେଇ ରାଜନୀତି ତେଜିବା ସହ ବିଭିନ୍ନ ମହଲରୁ ଏଭଳି ବୟାନକୁ ନିନ୍ଦା କରାଯାଇଥିଲା। ତେବେ ଏହି ଘଟଣାରେ ଶୁକ୍ରବାର ନବରଙ୍ଗପୁର ଟାଉନ ଥାନା ପୋଲିସ ପ୍ରଦୀପଙ୍କୁ ମିଶାଇ ୧୫ଜଣଙ୍କ ନାମରେ ଏତଲା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଅଘଟଣ, ଖେଳୁଥବା ବେଳେ ଗାଡିଆରେ ବୁଡ଼ି ୩ବର୍ଷ ଶିଶୁର ମୃତ୍ୟୁ

ବୈଶିଙ୍ଗା,୧୬।୭(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଉପକଣ୍ଠ ମହୁରୀ ଗ୍ରାମରେ ଗୁରୁବାର ପବିତ୍ର ରଥଯାତ୍ରା ଉପଲକ୍ଷେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରହିଥିବା…

ଛେରାପହଁରା କରିବାକୁ ଆସିଥିଲେ ଉପଜିଲାପାଳ, ରଥ ଆଗରେ ଶୋଇ ପ୍ରତିବାଦ କଲେ ଭକ୍ତ

ନୟାଗଡ଼,୧୬ା୭(ଲୋକନାଥ ମିଶ୍ର): ରଥଯାତ୍ରାରେ ଛେରାପହଁରା ପରି ସେବାକୁ ଉପଜିଲାପାଳ କର୍ଣଦେବ ସମାଦାର କରିବା ପାଇଁ ଯିବାବେଳେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପ୍ରତିବାଦରେ ରଥ ସମ୍ମୁଖରେ ଭକ୍ତ ଶାନ୍ତିପୂର୍ଣ୍ଣ…

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri