ପ୍ରଦୀପ୍ତ ବିରୋଧୀ ଦଳ ନେତା

ଭୁବନେଶ୍ୱର,୨୫।୬(ବ୍ୟୁରୋ)- ପୂର୍ବତନ ମନ୍ତ୍ରୀ ତଥା ଭବାନୀପାଟଣା ଭାଜପା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବିରୋଧୀ ଦଳ ନେତା ଭାବେ ମନୋନୀତ ହୋଇଛନ୍ତି। ଏନେଇ ଓଡ଼ିଶା ଭାଜପା ପ୍ରଭାରୀ ଅରୁଣ ସିଂ ସୋମବାର ରାତିରେ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି। ବିଜ୍ଞପ୍ତିରେ କୁହାଯାଇଛି ଯେ ଗତ ୨୩ ତାରିଖରେ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସମସ୍ତ ନିର୍ବାଚିତ ବିଧାୟକ ଓ ଦଳର ପର୍ଯ୍ୟବେକ୍ଷକ ତଥା ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାଦିକା ସରୋଜ ପାଣ୍ଡେ ଉପସ୍ଥିତ ଥିଲେ। ତେବେ ବିରୋଧୀ ଦଳ ନେତା ଚୟନ ନେଇ କୌଣସି ନିଷ୍ପତ୍ତି ହୋଇ ପାରି ନ ଥିଲା। ଏହି ନିଷ୍ପତ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହଙ୍କ ଉପରେ ଛଡ଼ାଯାଇଥିଲା। ପ୍ରଦୀପ୍ତଙ୍କ ନାମକୁ ଶାହ ମୋହର ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ

ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ…

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri