ଭୁବନେଶ୍ୱର,୧।୭(ବ୍ୟୁରୋ)- ରାଜ୍ୟରେ କାର୍ଯ୍ୟରତ ୧୯୮୮ ବ୍ୟାଚ୍ର ଦୁଇଜଣ ଆଇଏଏସ୍ ଅଫିସର ପ୍ରଦୀପ୍ତ ମହାପାତ୍ର ଏବଂ ସି.ଜେ. ଭେନୁଗୋପାଳମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ସେମାନେ ନିଜ ପୂର୍ବ ଦାୟିତ୍ୱର କାର୍ଯ୍ୟ ଜାରି ରଖିବେ। ପଦୋନ୍ନତି ହୋଇଥିବାରୁ ଏହି ଦୁଇ ପ୍ରଶାସନିକ ଅଧିକାରୀ ଲେଭଲ-୧୭ ଅନୁଯାୟୀ ସରକାରଙ୍କଠାରୁ ଦରମା ପାଇବେ।
ବିପଦ ସାଜିଲା ଓଭରଟେକ୍, ବିଲକୁ ପଶିଗଲା ୨ ବସ୍, ଆଉ ତା’ ପରେ…
ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…
ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୧୧।୪(ସୁନିତ୍ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍ ପଟ୍ଟନାୟକଙ୍କ ଗତ ୨ ଦିନ…
ଭୟଙ୍କର ଦୁର୍ଘଟଣା: ଟ୍ରକ୍ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…
ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ସହ ଧକ୍କା…
ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ
ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…
ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି
ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…
ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ
ଭୁବନେଶ୍ୱର,୧୧।୪(ସୁନିତ୍ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ର ସିଜିମାଳି ବକ୍ସାଇଟ୍ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…
୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି
ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…
୪୦ ଫୁଟ୍ ତଳକୁ ଖସିଲା OSRTC ବସ୍: ୨୪ଯାତ୍ରୀ ଆହତ, ଜଣେ ମୃତ
ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…
Archives

