Posted inଖେଳ

ପ୍ରଧାନମନ୍ତ୍ରୀଙ୍କ ଭାରତ ଲକ୍ଷ୍ମୀ ଅଭିଯାନକୁ ମହିଳା କ୍ରୀଡ଼ାବିତ୍‌ଙ୍କ ସମର୍ଥନ

ନୂଆଦିଲ୍ଲୀ,୨୭।୧୦(ପି.ଟି.)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତ ଲକ୍ଷ୍ମୀ’ ଅଭିଯାନକୁ ଦେଶର ମହିଳା କ୍ରୀଡ଼ାବିତ୍‌ମାନେ ସମର୍ଥନ କରିଛନ୍ତି। ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ, ଅଭିଜ୍ଞ ମହିଳା ବକ୍ସର ଏମ୍‌ସି ମେରୀକମ ପ୍ରଧାନମନ୍ତ୍ରୀଙ୍କ ଏହି ଅଭିଯାନକୁ ପ୍ରଶଂସା କରିଛନ୍ତି। ସିନ୍ଧୁ, ମେରୀକମଙ୍କ ସମେତ ବକ୍ସର ନିଖାତ ଜରିନ, ମହିଳା ରେସଲର ପୂଜା ଧଣ୍ଡା ଓ ଟେବୁଲ ଟେନିସ ତାରକା ମନିକା ବାତ୍ରା ଟୁଇଟ୍‌ କରି ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିଛନ୍ତି।
ଦୀପାବଳି ଅବସରରେ ମହିଳାଙ୍କ ସମ୍ମାନ ଓ ସଶକ୍ତୀକରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଏହି ପଦକ୍ଷେପ ପ୍ରଶଂସନୀୟ ଓ ଏଥିପାଇଁ ତାଙ୍କୁ ଧନ୍ୟବାଦ ଜଣାଉଛୁ ବୋଲି ଏହି ସବୁ ମହିଳା ଖେଳାଳି ଟୁଇଟ୍‌ କରିଛନ୍ତି। ଦେଶ ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ମହିଳାମାନଙ୍କ ସମ୍ମାନ ଲାଗି ଏକ ଅଭିଯାନ ଆରମ୍ଭ କରିବା ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଗତମାସ ନିବେଦନ କରିଥିଲେ। ଆମ ସଂସ୍କୃତିରେ ଝିଅପିଲାଙ୍କୁ ଦେବୀ ଲକ୍ଷ୍ମୀଙ୍କ ସହ ତୁଳନା କରାଯାଇଥାଏ। ତେଣୁ ଝିଅପିଲାଙ୍କୁ ଉଚିତ ସମ୍ମାନ ଦେବା ସହ ସେମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri