ପ୍ରଧାନମନ୍ତ୍ରୀଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ପ୍ରଶଂସା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। କେଜରିଓ୍ବାଲ ଟୁଇଟ୍‌ କରି କହିଛନ୍ତି ଯେ, କରୋନା ସଂକ୍ରମଣ ଭାରତରେ କମ୍‌ ରହିଛି। ଏହାର ମୁଖ୍ୟ କାରଣ ହେଉଛି ପ୍ରଧାନମନ୍ତ୍ରୀଙ୍କ ୨୧ ଦିନିଆ ଲକ୍‌ଡାଉନ୍‌ ନିଷ୍ପତ୍ତି। ଲକ୍‌ଡାଉନ୍‌ ଯୋଗୁ ସାମାଜିକ ଦୂରତା ଅବଲମ୍ବନ କରିବା ସହଜ ହୋଇଛି। ତେଣୁ ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧି କରାଯିବା ଗୁରୁତ୍ୱପୂର୍ଣ୍ଣ ବୋଲି କେଜରିଓ୍ବାଲ କହିଛନ୍ତି। ଶନିବାର କେଜରିଓ୍ବାଲ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖ ଲକ୍‌ଡାଉନ୍‌ ସମୟସୀମା ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?