ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ

କର୍ଲାମୁଣ୍ଡା,୧୭।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କର୍ଲାମୁଣ୍ଡ ବ୍ଲକ ରାଜୀବ ଗାନ୍ଧୀ ସେବା ଭବନଠାରେ ବ୍ଲକ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁ, ବିଡିଓ ପ୍ରିୟଦର୍ଶନ ମିର୍ଦ୍ଧା, ସାପଲହରା ସରପଞ୍ଚ ପୃଥିରାଜ ମାଝି, ଏପିଓ ସୂର୍ଯ୍ୟମଣି ସେଃ୍‌, ଗ୍ରାମଣୀ ଆବାସ ଯୋଜନା ବ୍ଲକ ସଂଯୋଜକ ରୁଦ୍ରମଣି ସାହୁ, ସାପଲହରା ଗ୍ରାମ ରୋଜଗାର ସେବକ କ୍ଷମାନିଧି ସାହୁ ପ୍ରମୁଖ ଯୋଗଦେଇ ସାପଲହରା ପଞ୍ଚାୟତ ୧୯ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। କାର୍ଯ୍ୟାଦେଶ ପାଇବାର ୪ ମାସ ଭିତରେ ଗୃହ ନିର୍ମାଣ ସମାପ୍ତ ପାଇଁ ୨୦ ହଜାର ଓ ୬ ମାସରେ ସାରିଲେ ୧୦ ହଜାର ଟଙ୍କା ସହିତ ମହାମତ୍ା ଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନାରେ ୧୭ ହଜାର ୮ ଶହ ୬୦ ଟଙ୍କା ପ୍ରୋତ୍ସାହନ ଯୋଗାଇ ଦିଆଯିବ ବୋଲି ବ୍ଲକ ସଂଯୋଜକ ରୁଦ୍ରମଣି ସାହୁ ସୂଚନା ଦେଇଥିଲେ। ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ସାପଲହରା ପଞ୍ଚାୟତ ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିବା ବେଳେ ଅନ୍ୟ ପଞ୍ଚାୟତ ହିତାଧିକାରୀମାନଙ୍କୁ ମଧ୍ୟ ପର୍ଯ୍ୟାୟକ୍ରମେ କାର୍ଯ୍ୟଦେଶ ବଣ୍ଟନ କରାଯିବ ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

ଆସୁଛି ବାତ୍ୟା: ଇନ୍ଦ୍ରାବତୀର ୨ ଗେଟ୍‌ ଖୋଲିଲା

ନବରଙ୍ଗପୁର,୨୪।୧୦: ସମ୍ଭାବ୍ୟ ବାତ୍ୟା ଏବଂ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍‌ ଖୋଲାଯାଇଛି। ଡ୍ୟାମ୍‌ର ୩ ଓ ୬ ନମ୍ବର ଗେଟ୍‌ରୁ ୧୩୩…

୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…

ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା…

ଏହି ୫ ଜିଲାରେ ୨୮ ଓ ୨୯ରେ ସ୍କୁଲ୍‌, କଲେଜ ଛୁଟି : ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର, ୨୪ା୧୦: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୮ ଓ ୨୯ ତାରିଖରେ ସ୍କୁଲ୍‌ ଓ କଲେଜ…

ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ପାଇଁ ପ୍ରଶାସନର ପ୍ରସ୍ତୁତି: ୩୦ ତାରିଖ ପର୍ଯ୍ୟନ୍ତ ଲକ୍ଷ୍ମୀପୂଜା ତୋରଣ ଖୋଲା ରହିବ

କେନ୍ଦ୍ରାପଡ଼ା, ୨୪ା୧୦ (ଜଗନ୍ନାଥ ଧଳ): ଅକ୍ଟୋବର ମାସରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ…

ବଟେଶ୍ୱର ପୀଠକୁ ମୁଖ୍ୟମନ୍ତ୍ରୀ ବସ୍‌ ସେବା ବନ୍ଦ, ବଢୁଛି ଅସନ୍ତୋଷ

ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ଦୀର୍ଘ ଦଶ ମାସରୁ ଊର୍ଦ୍ଧ୍ୱ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?