ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ କାର୍ଯ୍ୟାଦେଶ ବଣ୍ଟନ

ଜୁନାଗଡ,୨୪।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ପଞ୍ଚାୟତରେ ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ପାଇଁ କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ଏଥିରେ ପଞ୍ଚାୟତର ୨୯ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା। ସ୍ଥାନୀୟ ସରପଞ୍ଚ ଅର୍ଚ୍ଚନା ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କନିଷ୍ଠ ଯନ୍ତ୍ରୀ ସ୍ବର୍ଣ୍ଣଲତା ବେହେରା, ପିଇଓ ଶିବ ପ୍ରସାଦ ସାହୁ, ଜିଆରଏସ୍‌ କୁସୁମ ମଞ୍ଜରୀ ମେହେର ପ୍ରମୁଖ ଯୋଗଦେଇ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…

ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

ଅଘୋଷିତ ବିଦ୍ୟୁତ କାଟରେ ଅସହ୍ୟ ଲାଞ୍ଜିଗଡ ଗ୍ରାମବାସୀ: ଗ୍ରିଡ୍‌ରେ ତାଲା ପକାଇ ଧାରଣା, ଟାଟା ପାୱାର ଯନ୍ତ୍ରୀଙ୍କ ସହ ଆଲୋଚନା

ଲାଞ୍ଜିଗଡ, ୨୯।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ବ୍ଲକ ଅଞ୍ଚଳବାସୀ ଶୁକ୍ରବାର ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରିଡ୍‌ରେ ତାଲା ପକାଇ ଧାରଣାରେ ବସିଥିଲେ।…

୨ ମାସ ହେଲା ୬ ହଜାର ଡିବିଟି ହିତାଧିକାରୀଙ୍କୁ ମିଳିନି ଭତ୍ତା: ବ୍ଲକ କାର୍ଯ୍ୟାଳୟ ଯାଇ ମଧ୍ୟ ନିରାଶ

କେସିଙ୍ଗା,୨୯।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତର ହିତାଧିକାରୀଙ୍କୁ ୨ ମାସ(ଏପ୍ରିଲ, ମେ) ହେଲା ବ୍ୟାଙ୍କ ଆକାଉଣ୍ଟରେ ଭତ୍ତା (ଡିବିଟି) ମିଳିନାହିଁ ।…

ଯନ୍ତ୍ରୀ ସତ୍ୟନାରାୟଣ ବେହେରାଙ୍କ ପୁନଃ ନିଯୁକ୍ତି ଦାବି: ୧୨ ଗ୍ରାମର ଜନସାଧାରଣଙ୍କ ଚେତାବନୀ, ବିଡ଼ିଓ ନିରବ

ଥୁଆମୂଳ ରାମପୁର,୨୯।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ଗ୍ରାମ ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ (ଜେଇ) ସତ୍ୟନାରାୟଣ ବେହେରାଙ୍କ ଅକାରଣ ବଦଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri