ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାକୁ ନେଇ ଗୃହରେ ଉଦ୍‌ବେଗ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା(ପିଏମଜିଏସଓ୍ବାଇ) ରାସ୍ତା ନିର୍ମାଣକୁ ନେଇ ମଙ୍ଗଳବାର ବିଧାନସଭାରେ ଉଦ୍‌ବେଗ ପ୍ରକାଶ ପାଇଛି। ରାଜସ୍ବ ଗ୍ରାମକୁ ହିସାବକୁ ନିଆଯାଇଥିବାରୁ ଅନେକ ବଡ ବଡ ଗ୍ରାମକୁ ମଧ୍ୟ ଉକ୍ତ ଯୋଜନାରେ ରାସ୍ତା ନିର୍ମାଣ ହୋଇପାରୁନାହିଁ। ଜନସାଧାରଣ ଯିବା ଆସିବା କରିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ସରକାର ପିଏମଜିଏସଓ୍ବାଇ ଗାଇଡ୍‌ ଲାଇନରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଅନୁରୋଧ କରନ୍ତୁ। ନଚେତ୍‌ ସେଇ ସବୁଗ୍ରାମ ଗୁଡିକ ରାସ୍ତା ସଂଯୋଗ କରିବା ପାଇଁ ବ୍ୟବସ୍ଥା କରନ୍ତୁ। ଉଭୟ ବିରୋଧୀ ଏବଂ ଶାସକ ଦଳର ସଭ୍ୟମାନେ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ହଲାପଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ବଦଳିଲା ଚିତ୍ର: ଦୀର୍ଘ ୨ ଦଶନ୍ଧି ପରେ କୋଲକାତା ଫେରୁଛନ୍ତି ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ତସଲିମା ନସରିନ୍

କୋଲକାତା, ୧୫।୭: ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ଏବେ ସେଠାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଅନେକ ପୁରୁଣା ବ୍ୟବସ୍ଥାର ଅନ୍ତ ଘଟୁଥିବା ବେଳେ କେତେକ ନୂଆ…

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ…

ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…

ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା…

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri