ପ୍ରବଳ ଖରାରେ ସାମାଜିକ ଦୁରତ୍ୱ ରକ୍ଷା

ରାଇକିଆ,୧୭।୪(ଡି.ଏନ୍‌.ଏ.): କରନାରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱକୁ ବିଶେଷଭାବେ ଗୁରୁତ୍ୱ ଦିଆଯାଉଛି । ବିଭିନ୍ନ ସ୍ଥାନରେ ଅନ୍ୟ ଲୋକଙ୍କଠାରୁ ଦୂରେଇ ରହିବାକୁ କୁହାଯାଉଛି। ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଯାଇ ଲୋକଙ୍କୁ ପ୍ରବଳ ଖରାରେ ଛିଡ଼ା ହେବାକୁ ପଡୁଛି। କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ବ୍ୟାଙ୍କ ସମ୍ମୁଖରେ ଏହି ଦୃଶ୍ୟ ଦେଖିବାକୁ ମିଳୁଛି। ଏ ନେଇ ବ୍ୟାଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଲୋକେ ରାସ୍ତା ପର୍ଯ୍ୟନ୍ତ ଲମ୍ବା ଧାଡ଼ିରେ ଛିଡ଼ା ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri