ପ୍ରବଳ ବର୍ଷାରେ ବେହାଲ୍‌ ଆମେରିକା : ହ୍ବାଇଟ୍‌ ହାଉସରେ ପଶିଲା ପାଣି

ଓ୍ବାଶିଂଟନ,୯।୭: ଗତ ସୋମବାର ଆମେରିକାରେ ପ୍ରବଳ ବର୍ଷା ହେବା ଫଳରେ ବିଭିନ୍ନ ସହର ଜଳମଗ୍ନ ହେବା ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏମିତିକି ଆମେରିକାର ରାଷ୍ଟ୍ରପତି ଭବନର ବେସ୍‌ମେଣ୍ଟରେ ଯେଉଁଠାରେ ଖବରଦାତାମାନେ ବସିଥାଆନ୍ତି ସେଠାରେ ମଧ୍ୟ ପାଣି ଭର୍ତ୍ତି ହୋଇଯାଇଥିବା ଖବର ମିଳିଛି। ସୋମବାର ବିଭିନ୍ନ ସ୍ଥାନରେ ପାଖାପାଖି ୩.୩ ଇଞ୍ଚର ବର୍ଷା ହେବା ଫଳରେ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇ ପଡିଛି। ଓ୍ବାଶିଂଟନ ସମେତ ଭର୍ଜିନିଆରେ ମଧ୍ୟ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। ଆଗକୁ ବର୍ଷା ସମ୍ଭାବନା ଥିବାରୁ ଦକ୍ଷିଣ ଓ୍ବାଶିଂଟନରେ ଟ୍ରେନ୍‌ ସେବା ବନ୍ଦ କରି ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗାମୀ ଦୁଇ ଦିନରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ ହେବାର ଆଶଙ୍କା  ଥିବାରୁ ଲୋକମାନଙ୍କୁ ସତର୍କ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri