ଜୟପୁର,୨୯।୭(ଡି.ଏନ୍.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ମାଳଦା ପଞ୍ଚାୟତ କେଲାରୀ ରୋଡ୍ରେ ପ୍ରବଳ ବର୍ଷା ଯୋଗୁ ସୋମବାର ସକାଳେ ଏକ ପିକ୍ଅପ୍ ଭ୍ୟାନ୍ ଭାସିଯାଇଛି। ଗ୍ରାମବାସୀଙ୍କ ସହଯୋଗରେ ଉଦ୍ଧାରକାର୍ଯ୍ୟ ଜାରି ରହିଥିବାବେଳେ ଏଥିରେ କିଛି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ତେବେ ଗାଡ଼ିଟି କେଉଁ ସ୍ଥାନର ଅଛି ତାହା ଜଣାପଡ଼ି ନାହିଁ। ଅନ୍ୟପଟେ ପ୍ରବଳ ବର୍ଷା ଯୋଗୁ କେଲାରୀରୁ ମାଲଦା ଯୋଗାଯୋଗ ବିଚ୍ଛିନ୍ନ ରହିଛି ।
Posted inଆମ ଜିଲା ଖବର, କୋରାପୁଟ View All
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା
ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…
୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି
ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

