ପ୍ରବଳ ମୁଣ୍ଡ ବିନ୍ଧୁଥିଲେ..

ମୁଣ୍ଡବିନ୍ଧା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ଏପରି ସମସ୍ୟାର ସମ୍ମୁଖୀନ ହେବା ସଙ୍ଗେ ସଙ୍ଗେ କେତେକେ ଔଷଧ ଖାଇବାକୁ ପସନ୍ଦ କରିଥାଆନ୍ତି। ହେଲେ କେତୋଟି ବିଷୟ ପ୍ରତି ଧ୍ୟାନ ଦେଲେ ଏହି ସମସ୍ୟା ଗୁରୁତର ଆକାର ଧାରଣ କରି ନ ଥାଏ। ପ୍ରବଳ ମୁଣ୍ଡବିନ୍ଧାରୁ ଅନେକାଂଶରେ ଉପଶମ ପାଇବାର ଏକ ସରଳ ଉପାୟ ରହିଛି। ଶରୀରରୁ ଜଳୀୟ ଅଂଶ କମିଗଲେ ମୁଣ୍ଡ ବିନ୍ଧିଥାଏ। ତେଣୁ ପ୍ରଚୁର ପାଣି ପିଅନ୍ତୁ। ଶରୀରରେ ଏହି ସ୍ତର ସନ୍ତୁଳିତ ହୋଇଗଲେ ମୁଣ୍ଡବିନ୍ଧା ଧୀରେ ଧୀରେ କମିଯାଇଥାଏ। ଯଦି ଆପଣ ନିଶାଦ୍ରବ୍ୟ ସେବନ କରୁଛନ୍ତି ତେବେ ଏଭଳି ଅଭ୍ୟାସ ତୁରନ୍ତ ବର୍ଜନ କରନ୍ତୁ। ଜଣେ ବ୍ୟକ୍ତି ଯଦି ଆବଶ୍ୟକ ମୁତାବକ ନିଦ୍ରା ନ ଯାଆନ୍ତି ତେବେ ତାହା ମୁଣ୍ଡବିନ୍ଧାର ଅନ୍ୟତମ କାରଣ ସାଜିଥାଏ। ତେଣୁ ପ୍ରତିଦିନ ଅତିକମ୍‌ରେ ୬ରୁ ୭ ଘଣ୍ଟା ଶୁଅନ୍ତୁ। ସବୁବେଳେ ସୁପାଚ୍ୟ ଖାଦ୍ୟ ଖାଆନ୍ତୁ। ଏପରି ଖାଦ୍ୟ ଖାଆନ୍ତୁ ନାହିଁ ଯାହା ଜୀର୍ଣ୍ଣ ହେବାରେ ଅସୁବିଧା ସୃଷ୍ଟି କରିବ। ଦୈନନ୍ଦିନ ଜୀବନ ତାଲିକାରେ ଯୋଗକୁ ସାମିଲ କରନ୍ତୁ। ଏହା ମୁଣ୍ଡ ବିନ୍ଧାରୁ ଉପଶମ ଦେବାରେ କେତେକାଂଶରେ ସାହାଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri