Posted inଜାତୀୟ

ପ୍ରବାସୀଙ୍କୁ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ପାଇଁ କେନ୍ଦ୍ର ନିକଟରେ ଦାବି କଲେ ସୁଶିଲ

ପାଟନା,୩୦।୪: ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ଲୋକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ପାଇଁ କେନ୍ଦ୍ର ନିକଟରେ ପ୍ରସ୍ତାବ ରଖିଛନ୍ତି ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶିଲ କୁମାର ମୋଦି। ଟୁଇଟ୍‌ କରି ସୁଶିଲ କହିଛନ୍ତି ଯେଉଁମାନେ ନିଜ ରାଜ୍ୟଠାରୁ ବହୁ ଦୂରରେ ରହିଯାଇଛନ୍ତି ସେମାନଙ୍କୁ ଆଣିବାକୁ କେନ୍ଦ୍ର ସରକାର ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରନ୍ତୁ। ବିହାରର ପ୍ରାୟ ୨୦ ଲକ୍ଷ ଲୋକ ବାହାରେ ଥିବା ବେଳେ ଆମେ ତାଙ୍କୁ ରାଜ୍ୟକୁ ଫେରାଇ ଆଣିବାକୁ ଚାହୁଁଛୁ। ହେଲେ କେନ୍ଦ୍ର ସରକାର ଆମ ଦାବି ଗ୍ରହଣ କରିନେଲେ ଆମେ ସେମାନଙ୍କୁ ଫେରାଇ ଆଣିବାରେ କୌଣସି ଅସୁବିଧା ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?