ପ୍ରବାସୀଙ୍କୁ ପୂରାଇ ଦେବେନି: ସ୍କୁଲ ବାଟରେ ବାଉଁଶ ବାନ୍ଧିଲେ ଗ୍ରାମବାସୀ

ପାଟପୁର,୧୩ା୫-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକକୁ ଆଗକୁ ବହୁ ପ୍ରବାସୀ ଫେରିବାକୁ ଥିବା ବେଳେ ପ୍ରଶାସନ ପକ୍ଷରୁ ୧୦୦ଟି ସ୍କୁଲ, କଲେଜରେ କ୍ବାରାଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ହେଲେ କେତେକ ଗ୍ରାମରେ ସୁରଟ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ସ୍କୁଲରେ ରଖିବାକୁ ଗ୍ରାମବାସୀ ବିରୋଧ କରୁଛନ୍ତି। ବ୍ଲକ ଅନ୍ତର୍ଗତ ସିଙ୍ଗିପୁର ପଞ୍ଚାୟତରେ ଥିବା ବିଦ୍ୟାଳୟଗୁଡିକରେ ପ୍ରବାସୀଙ୍କୁ ରଖିବା ପାଇଁ ବିରୋଧ ହେଉଛି। ସିଙ୍ଗିପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖ ରାସ୍ତାରେ ଲୋକେ ବାଉଁଶ ବାନ୍ଧିଛନ୍ତି। ଗଞ୍ଜାମ ପୋଲିସ ପକ୍ଷରୁ ରାସ୍ତାରେ ଦ୍ରୁତ ଗତି ନିୟନ୍ତ୍ରଣ ପାଇଁ ହୋଇଥିବା ବ୍ୟାରିକେଡ଼ ଟାଣିଆଣି ଲୋକେ ବିଦ୍ୟାଳୟ ବାଟରେ ରଖିଛନ୍ତି। ଆଗାମୀ ଦିନରେ ସିଙ୍ଗିପୁରରେ ପ୍ରବାସୀଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖିବା ନେଇ ପୁଣି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରାଯାଇଛି।ସୂଚନାଯୋଗ୍ୟ, ପୂର୍ବରୁ ଗ୍ରାମବାସୀ ସୁରଟ ଫେରନ୍ତାଙ୍କୁ ଧରି ଆସିଥିବା ଏକ ବସ୍‌କୁ ଫେରାଇ ଦେଇଥିଲେ। ଫଳରେ ଏହି ପଞ୍ଚାୟତକୁ ଆସିଥିବା ଲୋକଙ୍କୁ ଅନ୍ୟ ବ୍ଳକରେ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...

ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

 ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri