ପ୍ରବାସୀଙ୍କୁ ରଜପାନ

ଖଇରା,୧୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ବିଜେଡିର ସାଧାରଣ ସମ୍ପାଦକ ତଥା ଜୀବନବିନ୍ଦୁ କାର୍ଯ୍ୟକ୍ରମର ସଂଯୋଜକ ପ୍ରହଲ୍ଲାଦ ପତି ମଙ୍ଗଳବାର ନନ୍ଦୁର ସଙ୍ଗରୋଧ କେନ୍ଦ୍ରରେ ଥିବା ୫୦ ପ୍ରବାସୀଙ୍କୁ ସ୍ବତନ୍ତ୍ର ରଜପାନ ଖୁଆଇବା ସହ ଅନ୍ୟାନ୍ୟ ଖାଦ୍ୟପୁଡିଆ ପ୍ରଦାନ କରିଛନ୍ତି ା ଏଥିସହ ପ୍ରବାସୀଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ମନ୍ତ୍ରୀ ଜ୍ୟୋତିପ୍ରକାଶ ସହାୟତାକୁ ସେ ପ୍ରବାସୀଙ୍କ ନିକଟରେ ପହଞ୍ଚାଇଥିଲେ ବୋଲି ପତି କହିଛନ୍ତି ା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଗଣନାଥ ଓଝା, ଗୌତମ ନାୟକ, ବାପି ପରିଡା, ଅନାଦି ଧଡା, ନରେନ୍ଦ୍ର ବରାଳ, ଗଙ୍ଗାଧର ନାୟକ ଓ ଯଦୁନାଥ ଶିଅଳ ପ୍ରମୁଖ ସହାୟତା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri