ପ୍ରବାସୀଙ୍କ ସହିତ ଭୋଜି ଖାଇ କ୍ୱାରାଣ୍ଟାଇନ୍‌ରେ ସରପଞ୍ଚ

କେନ୍ଦୁଝର,୨୨ା୫ (ସ୍ବ.ପ୍ର.)-କରୋନା ମହାମାରୀ ନିରାକରଣ ପାଇଁ ଜିଲାପାଳ କ୍ଷମତା ପାଇ କାମ କରୁଥିବା ବାଂଶପାଳ ବ୍ଲକର ଜଣେ ସରପଞ୍ଚ କେତେକ ପ୍ରବାସୀ ଓଡିଆ ସାଙ୍ଗଙ୍କ ସହ ଭୋଜି ଖାଇ କ୍ୱରାଣ୍ଟାଇନରେ ରହିଛନ୍ତି। ମଙ୍ଗଳବାର ଚେନ୍ନାଇରୁ ବିନା ପଞ୍ଜୀକରଣରେ ଫେରଥିବା ୩ ସାଙ୍ଗଙ୍କ ସହିତ ସରପଞ୍ଚ ଭୋଜି କରିଥିଲେ। ଏହି ଘଟଣା ଜଣା ପଡିବା ପରେ ସରପଞ୍ଚଙ୍କୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ପଠାଯାଇଛି। ଖବର ପାଇ ବାଂଶପାଳ ତହସିଲଦାର ଓ ବିଡିଓ ବୁଧବାର ଉକ୍ତ ଗ୍ରାମକୁ ଯାଇ ସରପଞ୍ଚଙ୍କ ସହିତ ଆଲୋଚନା କରିଥିଲେ। ଶୁକ୍ରବାର ଉକ୍ତ ସରପଞ୍ଚଙ୍କ ସ୍ବାବ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ୨୧ ଦିନ ସେ କ୍ୱାରାଣ୍ଟାଇନ ସେଣ୍ଟରରେ ଓ ୭ ଦିନ ଘରେ ଏକାନ୍ତବାସରେ ରହିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri