ପ୍ରବୀଣ କୁମାର ଆଇଜି ପର୍ସୋନେଲ

ଭୁବନେଶ୍ୱର,୧୨ା୫(ବ୍ୟୁରୋ)-୨୦୦୨ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ. ପ୍ରବୀଣ କୁମାରଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆଇଜି ପର୍ସୋନେଲ ଭାବେ ନିଯୁକ୍ତି ଦିଆଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ତାଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ପ୍ରବୀଣ କୁମାର ନ୍ୟାଶନାଲ ଇନ୍‌ଭେଷ୍ଟିଗେଶନ ଏଜେନ୍ସି (ଏନ୍‌ଆଇଏ)ରେ କାର୍ଯ୍ୟରତ ଥିଲେ। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri