Posted inଜାତୀୟ

‘ପ୍ରଭାବଶାଳୀ ବିରୋଧୀ ଦଳ ଭୂମିକା ନେବୁ’

ବାରାମତି,୨୬ା୧୦: ମହାରାଷ୍ଟ୍ର ବିଧାନସଭାରେ ଏନ୍‌ସିପି ପ୍ରଭାବଶାଳୀ ବିରୋଧୀ ଦଳର ଭୂମିକା ତୁଲାଇବ ବୋଲି ଏହାର ଅଧ୍ୟକ୍ଷ ଶରଦ ପାଓ୍ବାର ଶୁକ୍ରବାର କହିଛନ୍ତି। ଜନସାଧାରଣ ଆମକୁ ସରକାର ଗଢ଼ିବାକୁ ନୁହେଁ, ବିରୋଧୀ ଦଳ ଆସନରେ ବସିବା ଲାଗି ସୁଯୋଗ ଦେଇଛନ୍ତି। ଆମେ ଆମର କାର୍ଯ୍ୟ ପ୍ରଭାବଶାଳୀ ଢଙ୍ଗରେ ନିଭାଇବୁ ବୋଲି ଏନ୍‌ସିପି ମୁଖ୍ୟ କହିଛନ୍ତି। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପାକୁ ୧୦୫ ଓ ଏହାର ସହଯୋଗୀ ଶିବସେନାକୁ ୫୬ ଆସନ ମିଳିଥିଲାବେଳେ କଂଗ୍ରେସ ୪୪ ଏବଂ ଏନ୍‌ସିପି ୫୪ ଆସନରେ ବିଜୟୀ ହୋଇଛି। ଏନ୍‌ସିପି ସତାରା ଲୋକ ସଭା ଆସନ ଦଖଲ କରିବା ସହ ୨୦୧୪ ତୁଳନାରେ ଭଲ ପ୍ରଦର୍ଶନ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ…

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri