Posted inଖେଳ

ପ୍ରମୋଦଙ୍କୁ ହରାଇବା କଷ୍ଟକର: ଦିଲ୍ଲେଶ୍ୱର

ଭୁବନେଶ୍ୱର, ୩୦।୮- ପ୍ରମୋଦଙ୍କୁ ଏବେ ହରାଇବା କଷ୍ଟକର ବୋଲି ତାଙ୍କ ଡବଲ୍ସ ପାର୍ଟନର ଦିଲ୍ଲେଶ୍ୱର ରାଓ କହିଛନ୍ତି। ଏବେ ସେ ଯେଉଁ ଫର୍ମରେ ଅଛନ୍ତି ତାଙ୍କୁ ବିଶ୍ୱର କୌଣସି ଖେଳାଳି ହରାଇବା ନିଶ୍ଚିତ ଭାବେ କଷ୍ଟକର। ବିଭିନ୍ନ ରାଜ୍ୟ ଓ ଜାତୀୟସ୍ତରୀୟ ଟୁର୍ନାମେଣ୍ଟରେ ଦିଲ୍ଲେଶ୍ୱର ପ୍ରମୋଦଙ୍କ ସହ ଖେଳି ସଫଳତା ପାଇଛନ୍ତି। ସେ ନିଜର କଠିନ ପରିଶ୍ରମ ଓ ଖେଳିବାର ଆଗ୍ରହକୁ କେବେ ଛାଡି ନାହାନ୍ତି। ସେ ପୂର୍ବରୁ ୧ ନମ୍ବର ଖେଳାଳି ଥିଲେ ଓ ଏବେ ମଧ୍ୟ ରହିଛନ୍ତି ବୋଲି ଦିଲ୍ଲେଶ୍ୱର କହିଛନ୍ତି। ତେବେ ଖେଳିବା ବେଳେ ସେ ଯଦି ଅଧିକ ସିରିୟସ ହେବେ ତାହେଲେ ସେ ତ୍ରୁଟି କରିବେ। ନିଜର ସ୍ବାଭାବିକ ଖେଳ ପ୍ରଦର୍ଶନ କଲେ ସେ ସଫଳ ହେବେ ବୋଲି ଦିଲ୍ଲେଶ୍ୱର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri