Posted inଖେଳ

ପ୍ରଶଂସକଙ୍କଠୁ ଦୂରେଇ ରହିବ ଦକ୍ଷିଣ ଆଫ୍ରିକା ଦଳ

ନୂଆଦିଲ୍ଲୀ,୧୦।୩- ଆସନ୍ତା ଗୁରୁବାର ଧର୍ମଶାଳାଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ସିରିଜ୍‌ ଲାଗି ଭାରତ ଗସ୍ତରେ ଥିବା ଦକ୍ଷିଣ ଆଫ୍ରିକା ଦଳ ପ୍ରଶଂସକଙ୍କଠାରୁ ଦୂରେଇ ରହିବ। ଏଣୁ କୌଣସି ପ୍ରଶଂସକ କିମ୍ବା ହୋଟେଲ କର୍ମକର୍ତ୍ତା କିମ୍ବା ଅନ୍ୟ କେହି ଭ୍ରମଣକାରୀ ଖେଳାଳିଙ୍କ ସହ ସେଲ୍‌ଫି କିମ୍ବା ହାତ ମିଳାଇବ ନାହିଁ। ଦେଶରେ କରୋନା ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦକ୍ଷିଣ ଆଫ୍ରିକା ଦଳର ଖେଳାଳିଙ୍କୁ ସଭିଙ୍କଠୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ନିୟମ କେବଳ ଦକ୍ଷିଣ ଆଫ୍ରିକୀୟ ଖେଳାଳିଙ୍କ ଲାଗି ନୁହେଁ। ଆଗାମୀ ଆଇପିଏଲରେ ପ୍ରତ୍ୟେକ ଫ୍ରାଞ୍ଚାଇଜ ଖେଳାଳିଙ୍କ ପାଇଁ ମଧ୍ୟ ସମାନ ପ୍ରତିବନ୍ଧ ଲଗାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri