Posted inଜାତୀୟ

ପ୍ରଶାନ୍ତ କିଶୋର ଯେଉଁ କଲେଜର ଛାତ୍ର ଅମିଶ ଶାହ ସେହି କଲେଜର ପ୍ରିନ୍ସିପାଲ

ଭୋପାଳ,୯।୬: ଗତ ଲୋକ ସଭା ନିର୍ବାଚନରେ ଭାଜପାର ବିଜୟ ଓ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତ୍ରୁଣମୂଳ କଂଗ୍ରେସର ପରାଜୟ ଏବେ ସବୁଠାରୁ ବଡ ଆଲୋଚନାର ବିଷୟ ପାଲଟିଛି। କାରଣ ବିଜୟ ପରେ ଏବେ ମମତା ଏବେ ନିର୍ବାଚନ ରଣନୀତି ପ୍ରସ୍ତୁତ କରିବାକୁ ପ୍ରଶାନ୍ତ କିଶୋରଙ୍କ ସହାୟତା ଲୋଡିଛନ୍ତି। ପ୍ରଶାନ୍ତ ମଧ୍ୟ ମମତାଙ୍କୁ ସମର୍ଥନ ଜଣାଇଛନ୍ତି। ଇତି ମଧ୍ୟରେ ଭାଜପାର ମହାସଚିବ ତଥା ପଶ୍ଚିମବଙ୍ଗର ପାର୍ଟି ପ୍ରଭାରୀ କୈଳାଶ ବିଜୟଭର୍ଗିୟା ଏକ ଟିପ୍ପଣୀ ଦେଇଛନ୍ତି। କୈଳାଶ କହିଛନ୍ତି, ଏବେ ମମତାଙ୍କ ଜାହଜ ବୁଡିବା ସ୍ଥିତିରେ। ତେଣୁ କେହି ଚାହିଁଲେ ବି ତାଙ୍କୁ ଉଦ୍ଧାର କରିପାରିବେନି। ତେଣୁ ପ୍ରଶାନ୍ତ ଯେପରି ଭାବେ ମମତାଙ୍କୁ ସହାୟତାର ଦେବାକୁ ଆଗେଇ ଆସିଛନ୍ତି ତାହା ଅସମ୍ଭବ। କାରଣ ପ୍ରଶାନ୍ତ ଏବେ ଯେଉଁ କଲେଜରେ ପାଠ ପଢୁଛନ୍ତି ସ୍ବରାଷ୍ଟ୍ରମନ୍ତ୍ରୀ ଅଭିତ ଶାହ ସେହି ସ୍କୁଲର ପ୍ରିନ୍ସିପାଲ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri