ପ୍ରଶାନ୍ତ ମହାସାଗରରେ ବିରାଟ ଆଗ୍ନେୟ ଶିଳା

କାନବେରା: ପ୍ରଶାନ୍ତ ମହାସାଗରରେ ଏକ ବିରାଟ ଆଗ୍ନେୟ ଶିଳାଥିବା ଏବେ ବୈଜ୍ଞାନିକମାନେ ଦେଖିବାକୁ ପାଇଛନ୍ତି। ଏହା ୧୫୦ ବର୍ଗ କିଲୋମିଟର ଯାଏ ପାଣି ଭିତରେ ବ୍ୟାପିଛି। ଅଗଷ୍ଟ ମାସ ପ୍ରଥମ ସପ୍ତାହରେ ଏକ ଆଗ୍ନେୟଗିରିରୁ ଉଦ୍‌ଗିରଣ ହୋଇଥିବା ଲାଭା ଦ୍ୱାରା ଏହା ସୃଷ୍ଟି ହୋଇଛି ବୋଲି ସାଟେଲାଇଟ୍‌ ଫଟୋରୁ ଜଣାପଡିଛି । ଏହିି ମାସ ଆରମ୍ଭରେ ୨୦ ହଜାରଟି ଫୁଟବଲ୍‌ ଫିଲ୍ଡ ଆକାରର ବିରାଟ ପଥର ପ୍ରଥମେ ଫିଜି ଅଭିମୁଖେ ଯାଉଥିବା ଏକ ଅଷ୍ଟ୍ରେଲୀୟ ଦମ୍ପତି ଠାବ କରିଛନ୍ତି। ଏହାକୁ ସି’ଅଫ ପୁମାଇସ କୁହାଯାଉଛି। ଏହାର ଓଜନ କମ୍‌ ଓ ଭାସମାନ ଅବସ୍ଥାରେ ରହିଛି। ଲାଭା ଶୀଘ୍ର ଶୀତଳ ହେବାରୁ ଏହି ଶିଳା ସୃଷ୍ଟି ହୋଇଥିବା କୁହାଯାଉଛି। ଏହାର ନମୁନା କୁଇନ୍ସଲାଣ୍ଡ ୟୁନିଭର୍ସିଟି ଅଫ୍‌ ଟେକ୍‌ନୋଲୋଜିର ଗବେଷକମାନଙ୍କ ନିକଟକୁ ଗବେଷଣା ପାଇଁ ପଠାଯାଇଛି। ଏହି ଶିଳା ଏବେ ଫିଜିର ପଶ୍ଚିମ ଆଡ଼କୁ ଭାସି ଭାସି ଯାଉଛି ଆଉ ବର୍ଷକ ମଧ୍ୟରେ ଅଷ୍ଟ୍ରେଲିଆ କୂଳରେ ପହଞ୍ଚତ୍ବ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri