ପ୍ରଶାସନକୁ ଘାରିଛି ଗୋଷ୍ଠୀ ସଂକ୍ରମଣ ଭୟ: ୩ ପଞ୍ଚାୟତ ଶଟ୍‌ଡାଉନ୍‌

ନିଶ୍ଚିନ୍ତକୋଇଲି,୧୪ା୬(ସ୍ବ.ପ୍ର.) : କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ୪ ପ୍ରବାସୀ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥାଇ ଗ୍ରାମ, ବଜାରରେ ବହୁ ଲୋକ ସଂସ୍ପର୍ଶରେ ଆସିବା ଓ ସେମାନେ କରୋନା ସଂକ୍ରମଣ ହୋଇଥିବା ଜଣାପଡ଼ିବା ପରେ ବରାଦ ଓ ଫୋଗଳ ପଞ୍ଚାୟତର ୨ଟି ଲେଖାଏ ଓ୍ବାର୍ଡରେ ସରପଞ୍ଚ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ବରାଦ ପଞ୍ଚାୟତରେ ରବିବାର ସକାଳୁ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀଙ୍କ ସହାୟତାରେ ସରପଞ୍ଚ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଅପରପକ୍ଷରେ ବଦଖିରି ପଞ୍ଚାୟତରେ ୨ କରୋନା ଆକ୍ରାନ୍ତ ଅଛନ୍ତି। ନିଶ୍ଚିନ୍ତକୋଇଲି ବଜାର ଓ ହାଟର ବିଭିନ୍ନ ଦୋକାନକୁ ଯାଇଥିବା ଜଣାପଡ଼ିବା ପରେ ନିଶ୍ଚିନ୍ତକୋଇଲି ସରପଞ୍ଚ ରବୀନ୍ଦ୍ର ସେଠୀ ୩ଟି ଓ୍ବାର୍ଡକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏ ସମ୍ପର୍କରେ ସରପଞ୍ଚ କଟକ ଜିଲାପାଳ ଓ ସ୍ଥାନୀୟ ପ୍ରଶାସନକୁ ଅବଗତ କରିଛନ୍ତି ।
ସୂଚନାଥାଉକି, ନିଶ୍ଚିନ୍ତକୋଇଲି ବ୍ଲକରେ ୮୮୬୫ ଜଣ ପ୍ରବାସୀ ପଞ୍ଜୀକରଣ କରିଥିବା ବେଳେ ୨୯୪୫ ଜଣ ଆସିଛନ୍ତି। ୨୨୪୧ଜଣ ଟିଏମ୍‌ସିରେ ରହି ଘରକୁ ଫରିଛନ୍ତି। ୭୦୪ ଜଣ ଏବେ ଟିଏମ୍‌ସିରେ ଅଛନ୍ତି । ଏହି ବ୍ଲକ ରେ ୯୪୬ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଥିବା ବେଳେ ୭୬ଜଣ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ସେମାନକୁ କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି। ୪ଜଣ ସୁସ୍ଥ ହୋଇ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri