ପ୍ରଶାସନକୁ ବିରୋଧ କଲା ଗଣମାଧ୍ୟମ: ସମସ୍ତ ଖବର କାଗଜର ସୋମବାର ସଂସ୍କରଣର ମୁଖ୍ୟ ପୃଷ୍ଠା କଳାରଙ୍ଗରେ ହେଲା ଛପା

ମେଲବୋର୍ନ,୨୧।୧୦: ଅଷ୍ଟ୍ରେଲିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଦେଶର ସମସ୍ତ ଖବର କାଗଜର ସୋମବାର ସଂସ୍କରଣର ମୁଖ୍ୟ ପୃଷ୍ଠା କଳା ରଙ୍ଗରେ ଛପା ହୋଇଛି। ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କ ଘରେ ଚଢ଼ାଉ ଘଟଣାକୁ ବିରୋଧ କରି ସମସ୍ତ ଖବର କାଗଜ ଏକଜୁଟ ହୋଇଛନ୍ତି। ସରକାରଙ୍କ କଡ଼ା ଆଇନ ଲୋକଙ୍କ ପାଖରେ ସତ୍ୟ ଖବର ପହଞ୍ଚାଇବାରେ ବାଧା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି। ମୁଖ୍ୟ ପୃଷ୍ଠାରେ ଲେଖା ହୋଇଛି, ଯେତେବେଳେ ସରକାର ସତ୍ୟ ଖବରଠାରୁ ଦୂରରେ ରହୁଛନ୍ତି ସେତେବେବେଳେ କେଉଁ ଛପା ଯିବ?। ଏହି ବାକ୍ୟକୁ କେବଳ ବାରମ୍ବାର ମୁଖ୍ୟ ପୃଷ୍ଠାରେ ଛପା ଯାଇଛି। ଖବର କାଗଜ ଗୁଡ଼ିକର ଏଭଳି ପ୍ରତିବାଦକୁ ରେଡ଼ିଓ ଏବଂ ଟେଲିଭିଜନ ସଂସ୍ଥା ମଧ୍ୟ ସମର୍ଥନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri