ପ୍ରଶାସନକୁ ମାସ୍କ ପ୍ରଦାନ କଲା ଗ୍ରାସିମ କମ୍ପାନୀ

ଗଞ୍ଜାମ,୧୭ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାରେ ‘ନୋ ମାସ୍କ ନୋ ରାଶନ’ ନିୟମ ଘୋଷଣା କରିଛନ୍ତି। ଏଥିସହିତ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ପାଞ୍ଚଶହ ଟଙ୍କା ଜରିମାନା ଆଦାୟ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସହର ମଧ୍ୟରେ ଥିବା ଗ୍ରାସିମ କମ୍ପାନୀ ପକ୍ଷରୁ ବ୍ଲକ ଓ ଏନ୍‌ଏସି ପ୍ରଶାସନକୁ ମାସ୍କ ପ୍ରଦାନ କରାଯାଇଛି। ଗଞ୍ଜାମ ସିଡିପିଓ ସଲିଳା ପ୍ରଧାନ ଓ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସଙ୍କୁ କମ୍ପାନୀ ଡିଜିଏମ ରବୀନ୍ଦ୍ର କୁମାର ମହାନ୍ତି ମାସ୍କ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri