ପ୍ରଶାସନର ରନ୍ଧାଖାଦ୍ୟ ଲୋକଙ୍କୁ ଭରସା

ଦେବଗଡ,୧୦ା୪(ଡି.ଏନ.ଏ.):ଦେବଗଡ଼ ଜିଲାର ୩ଟି ବ୍ଲକର ୫୮ଟି ପଞ୍ଚାୟତରେ ୨୨୦୯ ଏବଂ ପୌରାଞ୍ଚଳର ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି। ଶୁକ୍ରବାର ବାରକୋଟ ବ୍ଲକର ୨୩ଟି ପଞ୍ଚାୟତରେ ୮୭୦ଜଣ ବୟସ୍କ ଏବଂ ୧୩୨ଜଣ ଶିଶୁଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି। ରିଆମାଳ ବ୍ଲକର ୧୯ଟି ପଞ୍ଚାୟତରେ ୫୧୫ ଜଣ ବୟସ୍କ ଏବଂ ୧୧୯ଜଣ ଶିଶୁଙ୍କୁ ଖାଦ୍ୟ ବଣ୍ଟନ ହୋଇଥିଲା। ତିଲେଇବଣି ବ୍ଲକର ୧୬ଟି ପଞ୍ଚାୟତରେ ୫୦୪ ଜଣ ବୟସ୍କ ଓ ୬୯ଜଣ ଶିଶୁଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି । ଆଜି ସୁଦ୍ଧା ଜିଲାରେ ୩୦୫୨୯ ଜଣଙ୍କୁ ଖାଦ୍ୟ ଯୋଗାଇ ଦିଆଯାଇଛି ବୋଲି ପ୍ରଶାସନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?