ପ୍ରଶାସନିକ ସେବା ପରୀକ୍ଷା ପ୍ରସ୍ତୁତି ଲାଗି ଆପ୍ଟିପ୍ଲସ୍‌ର ସେମିନାର

ଭୁବନେଶ୍ୱର,୨୧।୬ : ଭୁବନେଶ୍ୱର ଜୟଦେବ ବିହାରସ୍ଥିତ ଆପ୍ଟିପ୍ଲସ୍‌ ଏକାଡେମୀ ପକ୍ଷରୁ ପ୍ରଶାସନିକ ସେବା ପରୀକ୍ଷା ପ୍ରସ୍ତୁତି ଲାଗି ଏକ ନିଶୁଳ୍କ ସେମିନାର ୨୩ ଜୁନ(ରବିବାର) ଦିନ ଆୟୋଜନ କରାଯାଉଛି। ଏଥିରେ ଆପ୍ଟିପ୍ଲସର ୨୦୧୮ ଆଇଏଏସ୍‌ ପରୀକ୍ଷାରେ ସଫଳ ହୋଇଥିବା ରାହୁଲ ଜୈନ, ସାଓ୍ବନ କୁମାର, ନମିତା ଶର୍ମା, ଜୁବୀନ ମହାପାତ୍ର ଏବଂ ସୋମାଲିନ ଶୁଭଦର୍ଶିନୀ ଉପସ୍ଥିତ ରହିବେ। ଛାତ୍ରୀଛାତ୍ରଙ୍କୁ ପ୍ରଶାସନିକ ସେବା ପରୀକ୍ଷା ପ୍ରସ୍ତୁତି ସମ୍ପର୍କରେ ସଚେତନ କରାଇବା ଲାଗି ଏଭଳି ଏକ ସେମିନାର ଆୟୋଜନ କରାଯାଉଥିବା ଆପ୍ଟିପ୍ଲସର ନିର୍ଦ୍ଦେଶକ ଡ.ସୁସିଜିତ ସାହୁ ସୂଚନା ଦେଇଛନ୍ତି। ଅଧିକ ତଥ୍ୟ ସଂଗ୍ରହ କରିବା ଲାଗି ଛାତ୍ରୀଛାତ୍ର ଆପ୍ଟିପ୍ଲସର ଓ୍ବେବସାଇଟ ଭିଜିଟ କରିପାରିବେ। ଆପ୍ଟିପ୍ଲସର ନିରବଚ୍ଛିନ୍ନ ପ୍ରଚେଷ୍ଠା ଯୋଗୁ ଚଳିତ ବର୍ଷ ୪୧ ଜଣ ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ପ୍ରତିଷ୍ଠାନର ଉତ୍ତମ ମାନର ଶିକ୍ଷା ଏବଂ ପ୍ରବର୍ତ୍ତନ ଯୋଗୁ ଛାତ୍ରୀଛାତ୍ର ଏଭଳି ସଫଳତା ପାଇବାକୁ ସକ୍ଷମ ହେଉଥିବା ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା ।…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri