ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ପରଲୋକ

ମୁମ୍ବାଇ,୧।୬: ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ପରଲୋକ ଘଟିଛି। କିଡ୍‌ନୀ ରୋଗରେ ପୀଡିତ ଥିବା ଓ୍ବାଜିଦ୍‌ଙ୍କ ରବିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। କୀଡନ ରୋଗ ସହ ସେ କରୋନାରେ ମଧ୍ୟ ସଂକ୍ରମିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କ ୪୨ ବର୍ଷ ବୟସ ହୋଇଥିଲା। ଓ୍ବାଜିଦ୍‌ ନିଜ ଭାଇ ସାଜିଦଙ୍କ ସହ ମିଶି ବଲିଉଡ୍‌ରେ ଅନେକ ଲୋକପ୍ରିୟ ସଙ୍ଗୀତର ନିର୍ଦ୍ଦେଶନା ଦେଇଥିଲେ। ଅଭିନେତା ସଲମାନ ଖାନ୍‌ଙ୍କ ସେ ଅତି ପ୍ରିୟ ଯୋଡି ଥିଲେ। ୧୯୯୮ରେ ସେ ସଲମାନଙ୍କ ଫିଲ୍ମ ପ୍ୟାର୍‌ କିୟା ତୋ ଡର୍‌ନା କିୟାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।ଏହାପରେ କଣ୍ଠଶିଳ୍ପୀ ସୋନୁ ନିଗମଙ୍କ ଏକ ଆଲବମ୍‌ରେ ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଥିଲେ। ଏହି ଆଲବମ୍‌ର ଗୀତ ଅବ୍‌ ମୁଝେ ରାତ୍‌ ଦିନ୍‌.., ଇସ୍‌ କଦର୍‌ ପ୍ୟାର୍‌ ହୈ ଗୀତଗୁଡିକ ବେଶ୍‌ ଲୋକପ୍ରିୟ ହୋଇଥିଲା। ସାଜିଦ୍‌-ଓ୍ବାଜିଦ୍‌ ଯୋଡି ନାମରେ ବଲିଉଡରେ ପରିଚିତ ଥିଲେ। ଓ୍ବାଜିଦ୍‌ଙ୍କ ମୃତ୍ୟୁରେ ବଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri