ପ୍ରସୂତି ମହିଲାକୁଁ ସାହାଯ୍‌ର ହାତ ବଢ଼ାଲେ ସରପଁଚ୍‌

ଲାଠୋର, ୧୬ା୬ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗଁାରେ ବାସକରୁଥିବାର ଝନେ ନିସାହା ମହିଲା ଗରଭ୍‌ବେଦନା ହେଲାରୁ ଡାକ୍‌ତରଖାନା ଗଲାବାଟେ ଗାଡ଼ିରେ ଗୁଟେ ଝି’କେ ଜନମ୍‌ ଦେଇଥିଲେ। ଇ ବାବ୍‌ଦେ ଗଲା ଶୁକୁରବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଗାଡ଼ିରେ ପ୍ରସବ କଲେ ମହିଳା’ ଶୀରଷକ୍‌ରେ ଖବର ବାହାରିଥିଲା। ଇ ଖବର ଦେଖି ଲାଠୋର ସରପଁଚ୍‌ ପ୍ରବିଣ କୁମାର ଅଗ୍ରଓ୍ବାଲ ଶନିବାର ଦୁଇପହର ବେଲା ସୁଆସ୍‌ତିଅ ବିଭାଗ କରମଚାରୀକଁର ସଂଗେ ନିସାହା ମହିଳା ଚନ୍ଦା ସାହୁକଁର ଘରେ ପୁହୁଁଚି ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ସେ ମାହାଲିଆ ମାସିକ ୧୦ କେ.ଜି. ଚାଉଲ, ଡାକ୍‌ତରଖାନା ନେଇ ଉଭଏ ମା’ଝି’ର ସୁଆସ୍‌ତିଅ ପରୀକ୍ଷା କରି ଦରକାର ହିସାବେ ପୁଷ୍ଟିକର ଖାଏଦ୍‌, ଉଷୋକଷା, ମସାରି, ଅଙ୍ଗନଓ୍ବାଡି କେନ୍ଦ୍ରର ଖାଏଦ୍‌ର ବେବସ୍‌ତା କରିଛନ୍‌। ଘଟନା ଘଟଲା ଉତାରୁ ପରଶାସନ ଚେତୁଛେ, ହେଲେ ସବୁ ବେବସ୍‌ତା ଥାଇ ବି ଆଗତୁରା ପରଶାସନ ପଦକ୍ଷେପ ନାଇଁ ନେବାର। ନିସାହା ମହିଲାକୁଁ ସାହାଯ୍‌ କରବାରଟା ନିହାତି ଗୁଟେ ପରଶଁସା କଲା କଥା। ହେଲେ ଯେନ୍‌ମାନେ ଇ ଘଟନାର ଲାଗି ଦାୟୀ ସେମାନକର ବିରୋଧ୍‌ନେ କଡ଼ା ପଦକ୍ଷେପ ନେବାର ଦରକାର, ନାଇଁହେଲେ ଆଗ୍‌କେ ଏନ୍‌ତା ଘଟନା ନାଇଁ ଘଟବା କିଏ କହେବା ବଲି ବୁଧିଜୀବୀ ମହଲରେ ମତ ପରକାଶ ପାଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri