ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ପାଟଣାରେ ମକ୍‌ ଡ୍ରିଲ୍‌

ପାଟଣା,୧୯।୬(ସ୍ବ.ପ୍ର.): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ପାଟଣା ଅଗ୍ନିଶମ ବିଭାଗ ପକ୍ଷରୁ ମକ୍‌ ଡ୍ରିଲ୍‌ ପ୍ରସ୍ତୁତ ହୋଇଛି। ଅଗ୍ନିଶମ ବିଭାଗର ଷ୍ଟେଶନ ପରିଚାଳକ ମନୋରଞ୍ଜନ ମହାନ୍ତଙ୍କ ନେତୃତ୍ୱରେ କର୍ମଚାରୀମାନେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଭଳି ଉଦ୍ଧାର କାର୍ଯ୍ୟ ସହ ନିଜକୁ ସୁରକ୍ଷିତ ରଖିହେବ ସେନେଇ ବ୍ଲକ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ଜିଲା ପରିଷଦ ସଭ୍ୟ ସୁରେଶ ଚନ୍ଦ୍ର ନାଏକ, ବିଡିଓ ପ୍ରଫୁଲ୍ଲ କୁମାର ନାଏକ, ଜିପିଓ ରଶ୍ମିରେଖା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ଅଗ୍ନିଶମ ବିଭାଗ ତରଫରୁ ସୁଶାନ୍ତ ନାୟକ, ଚନ୍ଦ୍ରରାଇ ସୋରେନ, ଦେବେନ୍ଦ୍ର ମହାନ୍ତ, ଯତୀନ୍ଦ୍ର ଭୋଇ, ସୁମନ୍ତ ସାମଲ ପ୍ରମୁଖ ଉପସ୍ଥିତ ରହି ବିପର୍ଯ୍ୟୟ ମୁକାବିଲାର ପ୍ରଶିକ୍ଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri