ପ୍ରାଚୀ ଉପତ୍ୟକାରେ ରଥଯାତ୍ରା

କାକଟପୁର, ୪।୭(ଡି.ଏନ୍‌.ଏ.)-ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରଠାରୁପଲ୍ଲୀ ଉତ୍ସବମୁଖର ହୋଇପଡ଼ିଛି। ଅସ୍ତରଙ୍ଗ ବ୍ଲକର ବରଡିହି, କଣମଣ, କାକଟପୁର ବ୍ଲକର ଆନନ୍ଦ ବଜାର, ପ୍ରାଚୀ ଉପତ୍ୟକାର ତୁଳସୀପୁର ପ୍ରଭୃତି ଗ୍ରାମରେ ରଥଯାତ୍ରା ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଠାକୁରମାନଙ୍କୁ ରଥାରୁଢ଼ କରି ଗ୍ରାମବାସୀ ଓ ଶ୍ରଦ୍ଧାଳୁ ରଥଟାଣିଥିଲେ। ଠାକୁରମାନେ ଘରଘର ଭୋଗଖାଇ ଶେଷରେ ଗୁଣ୍ଡିଚାମନ୍ଦିର ନିକଟରେ ପହଞ୍ଚତ୍ଥିଲେ। ଶୁକ୍ରବାର ଠାକୁରମାନଙ୍କୁ ରଥରୁ ପହଣ୍ଡିରେ ଗୁଣ୍ଡିଚା ମନ୍ଦିରକୁ ନିଆଯିବ। ଅସ୍ତରଙ୍ଗ ବ୍ଲକର ବନ୍ତିଳୋ ଗ୍ରାମରେ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ଗ୍ରାମବାସୀ ପହଣ୍ଡିକରି ରଥାରୁଢ଼ କରିଥିବାବେଳେ ସେଠାରେ ଶୁକ୍ରବାର ରଥଟଣା ହେବ। ତୁଳସୀପୁର ଗ୍ରାମବାସୀମାନେ ଗଁାଠାରୁ ୪କିମି ଦୂର ପ୍ରାଚୀ ନଦୀକୂଳ ବନ୍ଧେଶ୍ୱର ଗ୍ରାମରେ ପୂଜା ପାଉଥିବା ଶ୍ରୀଗୁରୁଦେବଠାକୁରଙ୍କୁ ପାଲିଙ୍କିରେ ନିଜ ଗ୍ରାମକୁ ଆଣି ରଥାରୁଢ଼ କରିବାପରେ ରଥଟଣା ହୋଇଥିଲା। ରଥଯାତ୍ରା ପାଇଁ ସମଗ୍ର ପ୍ରାଚୀଉପତ୍ୟକା ଉତ୍ସବମୁଖର ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର...

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ...

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri