ପ୍ରାର୍ଥୀ ହେବା ପରେ କ’ଣ କହିଲେ ଦୀପାଳି

ଭୁବନେଶର,୩୧।୩(ବ୍ୟୁରୋ): ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି। ପ୍ରାର୍ଥୀ ଘୋଷଣା ପରେ ଦୀପାଳି ପ୍ରତିକ୍ରିୟା ଦେଇ କହିଛନ୍ତି, ମୋ ଉପରେ ମୁଖ୍ୟମନ୍ତ୍ରୀ ଭରସା କରିଥିବାରୁ ଧନ୍ୟବାଦ। ଆଗାମୀ ଦିନରେ ତାଙ୍କ ବିଶ୍ବାସକୁ କାଏମ ରଖିବି। ବାପାଙ୍କ ନାଁ ରଖିବି, ବାପାଙ୍କ ଆର୍ଶୀବାଦ ମୋ ଉପରେ ଅଛି। ରାଜନୀତି କ୍ଷେତ୍ରରେ ମୋର ପ୍ରଥମ ଚାପ୍ଟର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନେତୃରେ ମୁଁ କାମ କରିବି। ମୋ ବାପା ସମାଜ ସେବାରେ କରୁଥିଲେ, ମୁଁ ମଧ୍ୟ ସମାଜ ସେବା କରିବି ବୋଲି ଦୀପାଳି କହିଛନ୍ତି।
ସୂଚନାଯୋଗ୍ୟ, ମାର୍ଚ୍ଚ ୨୪ (ବୁଧବାର) ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା । ମେ ୧୦ରେ ଝାରସୁଗୁଡା ଉପନିର୍ବାଚନ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri