Posted inଜାତୀୟ

ପ୍ରିୟଙ୍କାଙ୍କୁ ମୁକ୍ତ କରିବାରେ ବିଳମ୍ବ ହେବା ମାମଲାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରିବା ଅପରାଧରେ ଗିରଫ ହୋଇଥିବା ଭାଜପା କର୍ମୀ ପ୍ରିୟଙ୍କା ଶର୍ମାଙ୍କୁ ମୁକ୍ତ କରିବାରେ ବିଳମ୍ବ ହେବା ମାମଲାରେ ଦାୟର କରାଯାଇଥିବା ଅବମାନନା ମାମଲାରେ ସୋମବାର ସୁପ୍ରିମକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଚାରି ସପ୍ତାହ ମଧ୍ୟରେ ଏହାର ଜବାବ ଦେବାକୁ କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ପ୍ରିୟଙ୍କା ମମତାଙ୍କର ଏକ ବିବାଦୀୟ ଫଟୋ ପୋଷ୍ଟ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ହେଲେ ସୁପ୍ରିମକୋର୍ଟ ତାଙ୍କୁ ମୁକ୍ତ କରିବାକୁ ଆଦେଶ ଦେଇଥିଲେ ସୁଦ୍ଧା ଏହା ତୁରନ୍ତ କାର୍ଯ୍ୟକାରୀ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri