Posted inଜାତୀୟ

ପ୍ରିୟଙ୍କା ଜଣେ ଚୋରଙ୍କ ସ୍ତ୍ରୀ: ଉମା ଭାରତୀ

ରାୟପୁର, ୧୭।୪: ଲୋକ ସଭା ନିର୍ବାଚନରେ ରାଜନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଏହି ମର୍ମରେ ଭାଜପାର ଫାୟାର ବ୍ରାଣ୍ଡ୍‌ ନେତ୍ରୀ ଉମା ଭାରତୀ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଟାର୍ଗେଟ୍‌ କରିଛନ୍ତି। ପ୍ରିୟଙ୍କା ଜଣେ ଚୋରଙ୍କ ସ୍ତ୍ରୀ ବୋଲି ଉମା ଆକ୍ଷେପ କରିଛନ୍ତି। ଛତିଶଗଡ଼ ଦୁର୍ଗ ଲୋକ ସଭା ଆସନରେ ପ୍ରଚାର ସମୟରେ ଉମା ଏଭଳି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହା ସହିତ ସେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ଆକ୍ଷେପ କରିଛନ୍ତି। ରାହୁଲ ଆମେଠି ସହିତ ବାୟନାଡରୁ ନାମାଙ୍କନ କରିବା ଉପରେ ଉମା କହିଛନ୍ତି ଯେ ସେ ଦଳର ଅଧ୍ୟକ୍ଷ ବୋଲି ନିଜ ଇଛା ଅନୁସାରେ ଏକାଧିକ ଆସନରୁ ନିର୍ବାଚନ ଲଢୁଛନ୍ତି। ଏହା ପରିବର୍ତ୍ତେ ରାହୁଲ ପରାଜୟ ସ୍ବୀକାର କରିନେବା ଉଚିତ ବୋଲି ଉମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?