ପ୍ରେମରେ ପଡ଼ିଛନ୍ତି କି..ଏହି ୩ଟି ଜିନିଷ ଉପରେ ଧ୍ୟାନ ଦେଲେ ହେବନାହିଁ ବ୍ରେକ୍‌ଅପ୍‌

ସବୁଠୁ ମଧୁର ସମ୍ପର୍କ ହେଉଛି ପ୍ରେମ। ପ୍ରେମ କାହା ସହ କେଉଁ ମୂହୁର୍ତ୍ତରେ ହୋଇଯାଏ ଜଣାପଡେନା। ହେଲେ ସମ୍ପର୍କରେ ବାନ୍ଧିହେବା ଯେତିକି ସହଜ ସମ୍ପର୍କକୁ ଅତୁଟ ରଖିବା ସେତିକି କଷ୍ଟକର ହୋଇଥାଏ। ଏଣୁ ଯଦି ଆପଣ ପ୍ରେମରେ ପଡ଼ିଛନ୍ତି ତେବେ ଏହି ୩ ଜିନିଷ ଉପରେ ଧ୍ୟାନ ଦେବାକୁ ପଡ଼ିବ। ଫଳରେ ଆପଣ ଖୁସିରେ ରଖିବା ସହ ଆପଣଙ୍କ ସମ୍ପର୍କକୁ ସୁଦୃଢ଼ ହୋଇପାରିବ। ଯେପରିକି:

* ପାର୍ଟନରଙ୍କ ପସନ୍ଦ ନାପସନ୍ଦକୁ ସର୍ବଦା ଧ୍ୟାନ ଦିଅନ୍ତୁ। ଯଦି କୌଣସି ସମୟରେ ପାର୍ଟନରଙ୍କ ସଙ୍ଗେ କିଛି ମନାନ୍ତର କିମ୍ବା ମତାନ୍ତର ହୁଏ ତେବେ ଦୁହିଁଙ୍କ ଭିତରୁ କିଏ ପ୍ରଥମ କଥା ହେବ ସେ ନେଇ ଅନେକ ସମୟରେ ଦ୍ୱନ୍ଦ ଚାଲିଥାଏ। ମାତ୍ର ଏପରି କିଛି ନ ଭାବି କଥାହୋଇ ନିଜର ଚିନ୍ତାଧାରା ପରିବର୍ତ୍ତନ କରନ୍ତୁ। କାରଣ ଏପରି କରିବା ଦ୍ୱାରା ଜଣଙ୍କର ଅନ୍ୟଜଣଙ୍କ ପ୍ରତି ଶ୍ରଦ୍ଧା, ସମ୍ମାନ, ଭଲପାଇବା ବଢ଼ିଥାଏ।

*କୁହାଯାଏ ପ୍ରେମରେ ଜଣଙ୍କ କଥା ଅନ୍ୟଜଣେ ଜାଣିପାରନ୍ତି। ମାତ୍ର ଏହା ସବୁବେଳେ ସମ୍ଭବ ନୁହେଁ। ଅନେକ ସମୟରେ ନିଜେ ମୁହଁ ଖୋଲି ପାର୍ଟନରଙ୍କୁ ଜଣାଇବା ଜରୁରୀ ହୋଇଥାଏ। ଆପଣ ଜଣାଇବା ପରେ ସେ ଆପଣଙ୍କ ଆବଶ୍ୟକତା ପୂରଣ କରିବାକୁ ଚେଷ୍ଟା କରିବେ। ଏଣୁ ଆପଣ କହିବା ପରେ ତାହା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ପାର୍ଟନର ଜାଣି ପାରନ୍ତି ଆପଣଙ୍କ ସମ୍ପର୍କରେ କ’ଣ ଆବଶ୍ୟକ।

* ଅନେକ ସମୟରେ ପାର୍ଟନରଙ୍କ କୌଣସି ଭୁଲ୍‌କୁ ନେଇ ମନମାଳିନ୍ୟ ସୃଷ୍ଟିହୋଇଥାଏ। ଏ ନେଇ ଆପଣଙ୍କୁ ପାର୍ଟନରଙ୍କ ଭୁଲ୍‌ ଜଣାଇ ତାଙ୍କୁ ସୁଧାରି ସମ୍ପର୍କରେ ଆଗକୁ ବଢ଼ିବାକୁ ହୋଇଥାଏ। ଏଥିରେ ପାର୍ଟନରଙ୍କୁ ନିଚ୍ଚା ନ ଦେଖାଇ ନିଜେ ତାଙ୍କୁ ଭୁଲ୍‌ ଦେଖାଇବାକୁ ଚେଷ୍ଟା କରନ୍ତୁ। ଏପରି କରିବା ଫଳରେ ସମ୍ପର୍କରେ କୌଣସି ତିକ୍ତତା ଆସି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?