Posted inଫୁରସତ

ପ୍ରେମୀଯୁଗଳଙ୍କ ମଧ୍ୟରେ ସମ୍ପର୍କ ଅତୁଟ ରଖେ ଏହି ଓ୍ବାଟର ଫଲ୍‌…

ଭାରତରେ ରହିଛି ଅନେକ ଅଲୌକିକ ଗାଥା ବହନ କରୁଥିବା ଦର୍ଶନୀୟ ସ୍ଥାନ। ସେଥିମଧ୍ୟରୁ ମଧ୍ୟପ୍ରଦେଶର ଶିବପୁରାରେ ରହିଛି ଭଦୈୟା କୁଣ୍ଡ ଓ୍ବାଟର ଫଲ୍‌। ବିଶ୍ୱାସ ରହିଛି ଏଠାରେ ସ୍ନାନ କରୁଥିବା ଦମ୍ପତ୍ତି ତଥା ପ୍ରେମୀଯୁଗଳଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଅତୁଟ ରହିଥାଏ । ସେଥିପାଇଁ ଏଠାରେ ବର୍ଷସାରା ପର୍ଯ୍ୟଟକଙ୍କ ଗହଳି ଲାଗିଥାଏ । ତେବେ ଏଠାରେ ବର୍ଷା ଦିନେ ଅଧିକ ଗହଳି ହୋଇଥାଏ । ଦାମ୍ପତ୍ୟ ଜୀବନରେ ବିବାଦ ଲାଗିରହିଥିବା ଅନେକ ଦମ୍ପତ୍ତିି ଏଠାରେ ସ୍ନାନ କରି ସୁଫଳ ପାଇଥିବା ସ୍ଥାନୀୟ ବାସିନ୍ଦା କୁହନ୍ତି। ପଥର ଚଟାଣ ତଳୁ ଆସୁଥିବା ଏକ ପାହାଡ଼ି ଝରଣାରୁ ଏହି ଓ୍ବାଟରଫଲ୍‌ ସୃଷ୍ଟି ହୋଇଛି। ଖରାଦିନେ ଏଥିରେ ଖୁବ୍‌ କମ୍‌ ପାଣିଥାଏ। ମାତ୍ର ବର୍ଷା ଦିନେ ଝରଣାର ଜଳ ସ୍ରୋତ ଅଧିକ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri