Posted inଫୁରସତ

ପ୍ରେମ ବିବାହକୁ ରାଜିହେଉନାହାନ୍ତି କି ପରିବାର ଲୋକେ? ମନାଇବା ପାଇଁ ଜାଣନ୍ତୁ କିଛି ଟିପ୍ସ

ବିବାହ ଏକ ପବିତ୍ର ବନ୍ଧନ। ଏହାକୁ ନେଇ ପ୍ରାୟ ସମସ୍ତଙ୍କ ମନରେ କିଛିନା କିଛି ସ୍ବପ୍ନ ଥାଏ। ତେବେ ସବୁ ସ୍ବପ୍ନ ଭିତରୁ ବାହାଘରରେ ଘର ଲୋକଙ୍କ ଉପସ୍ଥିତି ଅନ୍ୟ ଏକ ଆଶା। ଯଦି କୌଣସି କାରଣବଶତଃ ପରିବାରରୁ କେହି ବିବାହରେ ସାମିଲ ହୋଇ ନ ପାରନ୍ତି, ତେବେ ଅନେକ କଷ୍ଟ ଲାଗିଥାଏ। ତେବେ ଏପରି କିଛି ବିବାହ ମଧ୍ୟ ହୋଇଥାଏ, ଯେଉଁଠି ଘରଲୋକଙ୍କ ବିନା ସହମତିରେ ବରକନ୍ୟା ରାଜିହୋଇ ବିବାହ କରିଥାନ୍ତି; ଯେଉଁଥିରେ ମାତାପିତା ଉପସ୍ଥିତ ମଧ୍ୟ ରହି ନ ଥାଆନ୍ତି। ତେବେ ପ୍ରେମ ବିବାହରେ ଯଦି ପରିବାର ଲୋକେ ରାଜି ହେଉନାହାନ୍ତି, ସେମାନଙ୍କୁ ରାଜି କରିବା ପାଇଁ ଜାଣନ୍ତୁ କିଛି ଟିପ୍ସ ସମ୍ପର୍କରେ…

-ଘରେ ବିବାହ ସମ୍ପର୍କରେ କୌଣସି କଥା ଉଠିବା ମାତ୍ରେ ନିଜର ମନ କଥା ଘରର ସବୁଠୁ ପ୍ରିୟ ବ୍ୟକ୍ତିଙ୍କୁ ଜଣାନ୍ତୁ।

– ମା’ବାପା ଜାଣିବା ପରେ ଯଦି ଏହି କଥାକୁ ନେଇ କୌଣସି ପାଟିତୁଣ୍ଡ କରନ୍ତି ନ ରାଗି ଚୁପ୍‌ ରୁହନ୍ତୁ। କାରଣ ସେମାନଙ୍କ ରାଗ କେଇ ମିନିଟ୍‌ରେ ଶାନ୍ତ ହୋଇଯାଏ। ପରେ ପ୍ରେମିକା ବା ପ୍ରେମିକର ଭଲଗୁଣ ସମ୍ପର୍କିତ ଏକ ଚିଠି ବାପାଙ୍କ ତକିଆ ତଳେ ରଖି ଦିଅନ୍ତୁ। ଯଦି ଘରେ ବା ପଡ଼ୋଶୀରେ ସେହିପରି କାହାର ବିଭାଘର ହୋଇଥାଏ ବା ସେମାନେ ବର୍ତ୍ତମାନ ଖୁସିରେ ଥାଆନ୍ତି, ତାହାର ଉଦାହରଣ ଦେବାକୁ ଚିଠିରେ ଆଦୌ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri