ପ୍ରେମ ବିବାହ ପରେ ବି ସଚିନ୍‌ଙ୍କୁ ଭଲ ପାଉ ନ ଥିଲେ ଜୁହି ପରମାର

ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତା ସଚିନ୍‌ ଶ୍ରଫ୍‌ଙ୍କ ୪୦ ତମ ଜନ୍ମଦିନ ମଙ୍ଗଳବାର ପାଳିତ ହେଉଛି। ୧୯୭୯ ଡିସେମ୍ବର ୧୭ରେ ସେ ଜନ୍ମଗ୍ରହଣ କରିଥିଲେ। ଲଭ୍‌ ମ୍ୟାରେଜ୍‌ ପରେ ବି ତାଙ୍କ ସ୍ତ୍ରୀ ଛୋଟ ପରଦାର ସୁନ୍ଦରୀ ନାୟିକା ଜୁହି ପରମାର ସଚିନ୍‌ଙ୍କୁ ଭଲ ପାଉ ନ ଥିଲେ। ସଚିନ ଏନେଇ ବାନ୍ଦ୍ରାର ଏକ ଫ୍ୟାମିଲି କୋର୍ଟରେ ଛାଡପତ୍ର ପାଇଁ ଆବେଦନ ଦାଖଲ କରିଥିଲେ। ଜୁହି-ସଚିନ ୨୦୦୯ରେ ବିବାହ କରିଥିଲେ। ୨୦୧୩ରେ ସେମାନଙ୍କର ଏକକନ୍ୟା ସନ୍ତାନ ସାମାଇରା ଜନ୍ମ ହୋଇଥିଲେ। ହଠାତ୍‌ ଉଭୟଙ୍କ ମଧ୍ୟରେ ଦୂରତା ବୃଦ୍ଧି ପାଇବା ଆରମ୍ଭ କରିଥିଲା। ପରେ ଫ୍ୟାମିଲ୍‌ କୋର୍ଟର ନିଷ୍ପତ୍ତି କ୍ରମେ ଉଭୟ ୨୦୧୮ ଜୁନ୍‌ ୨୫ଠାରୁ ଛାଡପତ୍ର ପାଇ ଅଲଗା ଅଲଗା ରହୁଛନ୍ତି। ଦୁହିଁଙ୍କ ପ୍ରେମ କାହାଣୀ ଛୋଟ ପରଦାରେ ବେଶ୍‌ ଚର୍ଚ୍ଚାରେ ରହିଥିଲା। ଏହାଠାରୁ ଅଧିକ ଚର୍ଚ୍ଚାରେ ରହିଥିଲା ସେମାନଙ୍କ ଛାଡପତ୍ର ମାମଲା। ପରସ୍ପର ଉଭୟଙ୍କ ଉପରେ ଆଣିଥିବା ଅଭିଯୋଗ ସେମାନଙ୍କର ଲଭ୍‌ ମ୍ୟାରେଜ୍‌ ପ୍ରତି ପ୍ରଶ୍ନ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri