Posted inଖେଳ

ପ୍ରୋ କବାଡି ଲିଗ୍‌: ଗୁଜରାଟକୁ ହରାଇଲା ୟୁ ମୁମ୍ବା

ଜୟପୁର,୨୩।୯(ପି.ଟି.)- ପ୍ରୋ କବାଡି ଲିଗ୍‌ରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ୟୁ ମୁମ୍ବା ୩୧- ୨୫ ବ୍ୟବଧାନରେ ଗୁଜରାଟ ଫର୍ଚ୍ୟୁନ୍‌ଜିଆଣ୍ଟ୍ସକୁ ପରାସ୍ତ କରିଛି। ସ୍ଥାନୀୟ ସବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୟୁ ମୁମ୍ବା ପାଇଁ ଅଭିଷେକ ସିଂ ଏ ସୁପର ୧୦ (୧୧ ରେଡ ପଏଣ୍ଟସ) ହାସଲ କରିଛନ୍ତି। ୟୁ ମୁମ୍ବା ପାଇଁ ଡିଫେନ୍ସରେ ସୁରିନ୍ଦର ସିଂ ଓ ହରେନ୍ଦ୍ର କୁମାର ଭଲ ପ୍ରଦର୍ଶନକରି ଉପଯୋଗୀ ପଏଣ୍ଟ ହାସଲ କରିଥିଲେ। ଏହି ବିଜୟ ସହ ମୁମ୍ବାଇର ଏହି ଦଳ ପଏଣ୍ଟ ତାଲିକାର ଚତୁର୍ଥ ସ୍ଥାନକୁ ଉଠିଛି ଓ ପ୍ଲେ ଅଫ୍‌ ପର୍ଯ୍ୟାୟ ଆଶାକୁ ଉଜ୍ଜୀବିତ ରଖିଛି। ଲିଗ୍‌ରେ ମୁମ୍ବାଇ ଓ ଗୁଜରାଟ ଡିଫେନ୍ସ ସବୁଠାରୁ ଉଚ୍ଚକୋଟୀର ରହିଥିବା ବେଳେ ଏହି ମ୍ୟାଚ୍‌ରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ଅନ୍ତିମ ୫ ମିନିଟ୍‌ରେ ଡିଫେନ୍ସରେ ଉଚ୍ଚକୋଟୀର ପ୍ରଦର୍ଶନ କରି ମୁମ୍ବାଇ ଶେଷରେ ବାଜି ମାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri