ପ୍ରୟାଗରାଜରେ ଫସିଥିବା ଛାତ୍ରଙ୍କୁ ଘରକୁ ପଠାଇବେ ଯୋଗୀ ସରକାର

ପ୍ରୟାଗରାଜ,୨୭।୪: ଲକ୍‌ଡାଉନ ଯୋଗୁ ପ୍ରୟାଗରାଜରେ ଫସିଥିବା ଛାତ୍ରମାନଙ୍କୁ ନେଇ ଯୋଗୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରୟାଗରାଜରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରମାନଙ୍କୁ ସେମାନଙ୍କ ଘରକୁ ପଠାଇବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ସୋମବାର ଉତ୍ତରପ୍ରଦେଶର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅବନୀଶ ଅଓ୍ବସ୍ଥିଙ୍କୁ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଉକ୍ତ ଛାତ୍ରଙ୍କୁ ୩୦୦ଟି ବସ୍‌ରେ ୨ ରାଉଣ୍ଡ କରି ସେମାନଙ୍କ ଘରକୁ ପଠାଯିବ। ପ୍ରଥମ ରାଉଣ୍ଡରେ ସୋନଭଦ୍ର, ମିର୍ଜାପୁର, ଚନ୍ଦୋଲି, ବାରାଣସୀ, ଜୋନପୁର, ପ୍ରତାପଗଡ ଓ ଚିତ୍ରକୁଟକୁ ପଠାଯିବ। ଦ୍ୱିତୀୟ ରାଉଣ୍ଡରେ ଅନ୍ୟ ଜିଲାଙ୍କୁ ପଠାଯିବ ବୋଲି ଅବନୀଶ ଅଓ୍ବସ୍ଥି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri