Posted inଖେଳ

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ପ୍ୟାରିସ, ୨୩ା୪ (ଏଏଫ୍‌ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍‌ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ ଅଧିକାର କରିଛନ୍ତି। ରବିବାର ଫାଇନାଲରେ ସେ ସର୍ବୀୟାର ଦୁସାନ ଲାଜୋଭିଚ୍‌ଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରି ତାଙ୍କର ପ୍ରଥମ ମାଷ୍ଟର୍ସ ଟ୍ରଫି ହାସଲ କରିଥିବାରୁ ତାଙ୍କୁ ଏହି ସଫଳତା ମିଳିଛି।  ଫଗନିନି ୬ ସ୍ଥାନ ଉପରକୁ ଉଠି ଟପ୍‌ ୧୦ ନିକଟତର ହୋଇଥିବା ବେଳେ ଲାଜୋଭିଚ୍‌ ୨୪ସ୍ଥାନ ପଦୋନ୍ନତି ପାଇ ୨୪ତମ ସ୍ଥାନରେ ପହଞ୍ଚତ୍ଛନ୍ତି। ସର୍ବୀୟାର ନୋଭାକ ଜୋକୋଭିଚ୍‌ (୧୧,୧୬୦ ପଏଣ୍ଟ) ପୂର୍ବଭଳି ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିବା ସହ  ଦ୍ୱିତୀୟ ସ୍ଥାନରେ ଥିବା ସ୍ପେନର ରାଫାଲ ନାଡାଲ (୮,୦୮୫) ଙ୍କଠାରୁ ପଏଣ୍ଟ ବ୍ୟବଧାନ ବୃଦ୍ଧି କରିପାରିଛନ୍ତି।  ଗତ ସପ୍ତାହରେ ପ୍ରିନ୍ସିପାଲିଟିଠାରେ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଡାନିଲ ମେଦଭେଦେଭଙ୍କଠାରୁ ପରାଜିତ  ହୋଇଥିଲେ ମଧ୍ୟ ତାଙ୍କ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ନାଡାଲଙ୍କଠାରୁ ୩୦୦୦ ପଏଣ୍ଟ ଆଗରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri