ଫଟୋ ଶେୟାର କରି ମୋଦିଙ୍କୁ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ବନ୍ଧୁ ନେତନ୍ୟାହୁ

ଜେରୁଜେଲମ,୧୫।୮: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିଜର ଜଣେ ଭଲ ବନ୍ଧୁ କହିବା ସହ ୭୪ତମ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ମୋଦିଙ୍କ ସହ ସେ ସମସ୍ତ ଦେଶବାସୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ମୋଦିଙ୍କୁ ଶୁଭେଚ୍ଛା ଜଣାଇବା ସହ ନେତନ୍ୟାହୁ ଲେଖିଛନ୍ତି, ଗର୍ବ କରିବାକୁ ଆପଣଙ୍କ ପାଖେ ବହୁତ କିଛି ରହିଛି। ସ୍ବାଧିନତା ଦିବସର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଶୁକ୍ରବାର ନେତନ୍ୟାହୁ ଟୁଇଟ୍‌ କରି ଏହି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ହିନ୍ଦୀରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri