Posted inଜାତୀୟ

ଫଡନବିଶଙ୍କୁ ଶୁଭେଚ୍ଛା ଜଣାଇଲେ ଶିବସେନା ନେତା

ମୁମ୍ବାଇ,୯।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏବେବି ଅଡୁଆ ହୋଇ ରହିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ତାଙ୍କ ପଦରୁ ଇସ୍ତଫା ଦେବା ପରେ ଏହାକୁ ନେଇ ପୁଣି ଥରେ ରାଜନୀତି ହୋଇଛି ସରଗରମ। ଇସ୍ତଫା ଦେବା ପରେ ଗୋଟିଏ ପଟେ ଫଡନବିଶ ମୁଖ୍ୟମନ୍ତ୍ରୀ ହେବାକୁ ଦାବି କରୁଥିବା ବେଳେ ଅନ୍ୟପଟେ ଶିବସେନା କହୁଛି ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ସେ ହକ୍‌ଦାର। ଏବେ ଏହାକୁ ନେଇ ଭାଜପା-ଶିବସେନା ମେଣ୍ଟରେ ଫାଟ ସୃଷ୍ଟି ହୋଇଛି। ଏତିକିବେଳେ ଫଡନବିଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଶିବସେନା ନେତା ସଞ୍ଜୟ ରାଉତ। ସେ କହିଛନ୍ତି ଫଡନବିଶ ଯଦି ଭାବିଛନ୍ତି ଏଥର ସେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ ସେଥିପାଇଁ ତାଙ୍କୁ ଶୁଭେଚ୍ଛା। ହେଲେ ବହୁମତ ଯାହା ପାଖରେ ଅଛି ସେ ହିଁ ମୁଖ୍ୟମନ୍ତ୍ରୀ ଆସନରେ ବସିବ ବୋଲି ପୁଣିଥରେ ଫଡନବିଶଙ୍କୁ ମନ ପକାଇ ଦେଇଛନ୍ତି ସଞ୍ଜୟ।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri