Posted inଜାତୀୟ

ଫଡ୍‌ନବିସଙ୍କ ଶକ୍ତି ପରୀକ୍ଷା: ମଙ୍ଗଳବାର ସୁପ୍ରିମ୍‌କୋର୍ଟଙ୍କ ରାୟ

ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟୁନି। କାହା ହାତରେ ଶାସନ ଡୋରି ଆସିିବ ସେ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ ଇତିମଧ୍ୟରେ ଦେବେନ୍ଦ୍ର ଫଡ୍‌ନବିସ୍‌ ସୋମବାର ଦାୟିତ୍ୱ ସମ୍ଭାଳିଛନ୍ତି। ସୁପ୍ରିମ୍‌କୋର୍ଟ ଶିବସେନା-ଏନ୍‌ସିପି-କଂଗ୍ରେସର ଆବେଦନ ଉପରେ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ରେ ରାୟ ଦେବେ। ସର୍ବୋଚ୍ଚ ନ୍ୟାୟାଳୟ ରାୟ ସଂରକ୍ଷିତ ରଖିଛନ୍ତି। ମାତ୍ର ଏହା ଦ୍ୱାରା ଫଡ୍‌ନବିସଙ୍କୁ ସମର୍ଥନ ଯୋଗାଡ଼ ପାଇଁ ୨୪ ଘଣ୍ଟା ସମୟ ମିଳିଛି। ତେବେ ଫଡ୍‌ନବିସଙ୍କ ଶକ୍ତି ପରୀକ୍ଷା ସମୟ ସୀମା ସମ୍ପର୍କରେ ବିଚାରପତି ଏନ୍‌.ଓ୍ବି. ରମନା, ଅଶୋକ ଭୂଷଣ ଏବଂ ସଞ୍ଜିବ୍‌ ଖାନ୍ନାଙ୍କ ଦ୍ୱାରା ଗଠିତ ତିନି ଜଣିଆ ଖଣ୍ଡପୀଠଙ୍କ ପକ୍ଷରୁ ମଙ୍ଗଳବାର ରାୟ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri