ଫନୀ ପ୍ରଭାବିତ ୫ ଜିଲାର ହିତାଧିକାରୀ ପାଇବେ ଅତିରିକ୍ତ ଭତ୍ତା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳ ପାଇଁ ସରକାରଙ୍କ ନୂଆ ଘୋଷଣା। ଫନୀ ଦ୍ୱାରା ବିଶେଷ ପ୍ରଭାବିତ ହୋଇଥିବା ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଖୋର୍ଦ୍ଧା ଜିଲା ପାଇଁ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ଭତ୍ତା। ମଧୁବାବୁ ପେନ୍‌ସନ ପାଉଥିବା ହିତାଧିକାରୀଙ୍କୁ ଏହି ସହାୟତା ପ୍ରଦାନ କରାଯିବ। ସେମାନେ ୧ ମାସର ଅତିରିକ୍ତ ଭତ୍ତା ପାଇବେ। ଅତିରିକ୍ତ ପେନ୍‌ସନ ବାବଦକୁ ରାଜ୍ୟ ସରକାର ୪୮ କୋଟି ୯୧ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?