ଭବାନୀପାଟଣା, ୨୦।୫ (ଡି.ଏନ୍.ଏ.): ବାତ୍ୟା ‘ଫନୀ’ ବିପନ୍ନଙ୍କ ଲାଗି କଳାହାଣ୍ଡି ଦକ୍ଷିଣ ବନଖଣ୍ଡର କର୍ମଚାରୀମାନେ ସହାୟତାର ହାତ ବଢାଇଛନ୍ତି। କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅଧିକାରୀ ଟି. ଅଶୋକ କୁମାରଙ୍କ ପ୍ରଚେଷ୍ଟାରେ ଡିଏଫ୍ଓଙ୍କ ସମେତ ସମସ୍ତ ରେଞ୍ଜର, ଫରେଷ୍ଟର, ଗାର୍ଡ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର ଦରମା ‘ଫନୀ’ ବିପନ୍ନଙ୍କ ଲାଗି ଦାନ କରିଛନ୍ତି। ସମସ୍ତ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ବାବଦରେ ୧ ଲକ୍ଷ ୧୬ ହଜାର ଟଙ୍କା ଉକ୍ତ ବନଖଣ୍ଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରେ ଜମା କରାଯାଇଛି। ସୂଚନାଯୋଗ୍ୟ, ‘ଫନୀ’ ଯୋଗୁ ଉପକୂଳ ଓଡ଼ିଶାର କେତେକ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବାତ୍ୟାବିପନ୍ନଙ୍କୁ ରିଲିଫ ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ଏହାପରେ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପହଞ୍ଚତ୍ବାରେ ଲାଗିଛି।
ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର
ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍ସାରରେ ଭର୍ତ୍ତି…
ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ
ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…
ଶୌଚ ହେବାକୁ ଯାଇଥିଲେ ଲବ, ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…
ସମ୍ବଲପୁର,୩।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ ବୀରସିଂଗଡ ପଞ୍ଚାୟତ ଅନ୍ତର୍ଗତ କୁମେର ଗାଁରେ ବୁଧବାର ସକାଳୁ ଏକ ବାଣୁଆ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ଶୋଚନୀୟ…
ସ୍ବାମୀ, ଦିଅର, ଯାଆ ମିଶି ଦେଉଥିଲେ ନିର୍ଯାତନା, କୋର୍ଟ ଶୁଣାଇଲେ ଏଭଳି ଦଣ୍ଡ…
ସମ୍ବଲପୁର,୨୯।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ତେନ୍ତୁଳିକୁର୍ଲା ଗ୍ରାମର ଏକ ବହୁ ଚର୍ଚ୍ଚିତ ବଧୂ ନିର୍ଯାତନା ମାମଲାରେ ସମ୍ବଲପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…
ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ
ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…
ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…
ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…
ଦୁର୍ଘଟଣାରେ ମନ୍ଦିର ଝାଁକରଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ସମ୍ବଲପୁର,୧୨।୫(ପ୍ରମୋଦ ବହିଦାର): କିଛିଦିନ ବ୍ୟବଧାନରେ ଭାଲୁପାଲି ଛକରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସୋମବାର ଅପରାହ୍ନରେ ଏକ ବୁଲେଟ ଧକ୍କାରେ ଗୁରୁତର ଆହତ ସମଲେଇ…
ଭ୍ୟାନ୍-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣେ ଗୁରତର
କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍ ଭ୍ୟାନ ଏବଂ ବାଇକ୍ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…
Archives

